Posted inଖେଳ

ପନ୍ତଙ୍କ ଉପରେ ପ୍ରବଳ ରାଗିଗଲେ ରୋହିତ ଶର୍ମା: ଦେଖନ୍ତୁ ଭିଡିଓ

ଦୁବାଇ,୫।୯: ଏସିଆ କପ ୨୦୨୨ର ସୁପର-୪ ରାଉଣ୍ଡର ଏକ ମ୍ୟାଚ୍‌ରେ ପାକିସ୍ତାନ ୫ ଉଇକେଟ୍‌ରେ ଭାରତକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଭାରତ ଆରମ୍ଭ ଭଲ ବ୍ୟାଟିଂ କରିଥିଲେ ମଧ୍ୟ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଯୋଗୁ ଭାରତ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲା। ଦୀନେଶ କାର୍ତ୍ତିକଙ୍କ ବଦଳରେ ଖେଳୁଥିବା ରିଷଭ ପନ୍ତ ଏହି ମ୍ୟାଚ୍‌ରେ ଖରାପ ସଟ୍‌ ଖେଳି ଆଉଟ୍‌ ହୋଇଥିଲେ। ସେ ଆଉଟ୍‌ ହୋଇ ଡ୍ରେସିଂ ରୁମ୍‌କୁ ଯିବା ପରେ ଅଧିନାୟକ ରୋହିତ ଶର୍ମା ତାଙ୍କ କ୍ଲାସ୍‌ ନେଇଥିଲେ।
ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭାଇରାଲ ଭିଡିଓରେ ରୋହିତ ପନ୍ତଙ୍କୁ ବ ଡ୍ରେସିଂ ରୁମରେ ରାଗିକି କିଛି କହୁଥିବାର ନଜର ଆସିଛନ୍ତି। ଏହି ଭାଇରାଲ ଭିଡିଓରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳେ ଯେ ରୋହିତ ତାଙ୍କ ଉପରେ ବହୁତ ରାଗିଛନ୍ତି। କେମିଳି ସର୍ଟ ଖେଲାଯାଇଥାନ୍ତି ତାହା ମଧ୍ୟ ଆକ୍ସନ କରି ଦେଖାଉଛନ୍ତି।

https://twitter.com/tariqueSH/status/1566452438470516736


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri