ପନ୍ଦାଡୋ ପଞ୍ଚାୟତରେ ସଚେତନତା

ହାଟଡିହୀ, ୨୪। ୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ପଞ୍ଚାୟତରେ କରୋନା ମୁକାବିଲା ଲାଗି ସରପଞ୍ଚ ଅନିରୁଦ୍ଧ ବେହେରା ଓ ଜିଆରଏସ ପଙ୍କଜ ତ୍ରିପାଠୀ ଲୋକଙ୍କୁ ସଚେତନ କରିଛନ୍ତି। ଏହି ପଞ୍ଚାୟତ ଅଧୀନରେ ୬ଟି ଗ୍ରାମର ୧୨ଟି ୱାର୍ଡ ରହିଛି। ହିତାଧିକାରୀଙ୍କ ଘର ଘର ବୁଲି ସାବୁନ, ମାସ୍କ ବଣ୍ଟନ କରାଯାଇଛି। ପ୍ରତି ରାଶନ କାର୍ଡଧାରୀଙ୍କୁ ୧୦୦୦ଟଙ୍କା ଏବଂ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ପ୍ରଦାନ କରିଛନ୍ତି। ଏଥିସହ କେନାଲ କାର୍ଯ୍ୟରେ ନିୟୋଜିତ ଥିବା ଶ୍ରମିକଙ୍କ ରହିବା ଓ ଖାଇବା ବ୍ୟବସ୍ଥା ପଞ୍ଚାୟତ ତରଫରୁ କରାଯାଇଛି। ହାଇସ୍କୁଲ ଠାରେ ଏକ ଆଇସୋଲେସନ କେନ୍ଦ୍ର ଖୋଲା ଯାଇଛି। ପଞ୍ଚାୟତ ତରଫରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପକୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…

ଭାରତରେ ଥାଇ ଚେତାବନୀ ଦେଲେ ଶେଖ ହାସିନା: ମୋ ଅନୁପସ୍ଥିତିର ଅର୍ଥ ନୁହେଁ…

ନୂଆଦିଲ୍ଲୀ,୧୯।୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବହୁତ ଶୀଘ୍ର ବାଂଲାଦେଶ ଫେରିବେ। ବର୍ତ୍ତମାନ ଭାରତରେ ରହୁଥିବା ଶେଖ ହାସିନା ଏନେଇ ସଙ୍କେତ ଦେଇଛନ୍ତି। ଏକ ଇମେଲ…

‘ଆମେରିକା ଉପରେ ଭରସା ନାହିଁ…’ଇରାନରୁ ଏକ ଚୂଡ଼ାନ୍ତ ନିଷ୍ପତ୍ତି ପାଇବା ପାଇଁ ପାକିସ୍ତାନୀ ମନ୍ତ୍ରୀ ନକଭି ଧାଇଁଲେ ତେହରାନ

ଇସଲାମାବାଦ,୧୯।୫: ଇରାନର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଇରାନର ବୈଦେଶିକ ମନ୍ତ୍ରୀ ଏବଂ ମୋହସିନ ନକଭିଙ୍କ ମଧ୍ୟରେ ହୋଇଥିବା ବୈଠକ ସମ୍ପର୍କରେ ଏକ ବିସ୍ତୃତ ବିବୃତ୍ତି ଜାରି କରିଛି।…

ମଧ୍ୟପ୍ରାଚ୍ୟରୁ ଆସିଲା ଆଶ୍ୱସ୍ତିକର ଖବର: ପାକିସ୍ତାନ ଟ୍ରମ୍ପଙ୍କୁ ପଠାଇଲା ନୂଆ ଶାନ୍ତି ପ୍ରସ୍ତାବ

ତେହରାନ,୧୯।୫: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିରେ ପହଞ୍ଚିବାରେ ବିଫଳତାର ପ୍ରଭାବ ସାରା ବିଶ୍ୱରେ ଅନୁଭୂତ ହେଉଛି। ଶକ୍ତି ସଙ୍କଟ…

ଧ୍ରୁବଙ୍କୁ ଅପହରଣ କରିନେଇଥିଲେ ଦାଦନ ସର୍ଦ୍ଦାର: ମାସେ ପରେ ଘଟିଲା…

ନୂଆପଡ଼ା,୧୯ା୫ (ମକାରୁ ବେମାଲ):ନୂଆପଡ଼ା ଜିଲା ଖଡିଆଳ ଥାନା ତୁକଲା ଗଁାର ଧ୍ରୁବ ଚରଣ ଶବର(୬୫) ଅପହରଣର ମାସେ ପରେ ଆନ୍ଧ୍ରରୁ ଉଦ୍ଧାର ହୋଇଥିଲେ ମଧ୍ୟ ତାଙ୍କ ଅବସ୍ଥା…

ସାରା ଦେଶରେ ଏହିଦିନ ବନ୍ଦ ରହିବ ମେଡିକାଲ ଷ୍ଟୋର, କିଣି ନିଅନ୍ତୁ ଅତି ଜରୁରି ମେଡିସିନ

ନୂଆଦିଲ୍ଲୀ,୧୯।୫: ସାରା ଦେଶରେ ମେଡ଼ିକାଲ ଷ୍ଟୋର (କେମିଷ୍ଟ) ଆସନ୍ତାକାଲି ଅର୍ଥାତ୍‌ ବୁଧବାର, ୨୦ ମଇରେ ଧର୍ମଘଟ କରିବେ। ଏହି ଧର୍ମଘଟ ଅଲ ଇଣ୍ଡିଆ ଅର୍ଗାନାଇଜେସନ ଅଫ କେମିଷ୍ଟ…

ଘର ଉପରେ ଝୁଲୁଛି ବିପଦ:ଭୟରେ ଦିନକାଟୁଛନ୍ତି ୨ ପରିବାର

ଲୋଇସିଂହା,୧୯।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅନ୍ତର୍ଗତ ପନେସରା ଗାଁରେ ଦୀର୍ଘଦିନଧରି ଭୟରେ ଦିନ କାଟୁଛନ୍ତି ୨ଟି ପରିବାର। ଗ୍ରାମର ଗ୍ରାମପତି ଗୁଡି ନିକଟରେ ଥିବା…

ଟଙ୍କାର ଅବମୂଲ୍ୟାୟନକୁ ନେଇ ଷ୍ଟକ୍‌ ବଜାର ଅସ୍ଥିର

ମୁମ୍ବାଇ,୧୯।୫: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଏବେ ଭୂ-ରାଜନୈତିକ ସ୍ତରରେ ବିବାଦ ଲାଗି ରହିଥିଲାବେଳେ ଅନ୍ତର୍ଜାତୀୟ ବଜାରରେ ତୈଳଦର ମଧ୍ୟ ବୃଦ୍ଧି ପାଇ ଚାଲିଛି। ଏହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri