ପବନରେ ଇଟା ଖସିଲା: ୩ ହବିଷିଆଳି ଆହତ

ପୁରୀ ଅଫିସ, ୧୦।୧୧: ବାତ୍ୟା ବୁଲବୁଲ ପ୍ରଭାବରେ ୩ଜଣ ହବିଷିଆଳି ଆହତ ହୋଇଛନ୍ତି। ଜିଲା ସଦର ମୁଖ୍ୟ ଚିକିତ୍ସାଳୟରେ ସେମାନେ ଚିକିତ୍ସା ପରେ ସୁସ୍ଥ ହୋଇ ଆଶ୍ରୟସ୍ଥଳୀକୁ ଫେରିଛନ୍ତି। ସୂଚନା ମୁତାବକ, ନିର୍ମାଣାଧୀନ ନରେନ୍ଦ୍ରକୋଣ ଆଶ୍ରୟସ୍ଥଳୀରେ ପ୍ରାୟ ୧,୨୦୦ ହବିଷିଆଳି ଅଛନ୍ତି। ଏହି ଆଶ୍ରୟସ୍ଥଳୀ ଘରଗୁଡ଼ିିକର କାମ ସମ୍ପୂର୍ଣ୍ଣ ହୋଇନାହିଁ। ତେଣୁ ଝରକାରେ ପାଲ ଦିଆଯାଇ ସେଟ କରାଯାଇଛି। ବାତ୍ୟା ବୁଲବୁଲ ପ୍ରଭାବରେ ବର୍ଷା ପବନ ଆଶଙ୍କା କରାଯାଇ ଝରକା ଏବଂ ଅନ୍ୟ ଖୋଲା ଜାଗାରେ ପଟା ଦିଆଯାଇ ଥିଲା। ଶୁକ୍ରବାର ରାତିରେ ପବନରେ ପଟା ଖସିଯିବାରୁ ସେହି ସ୍ଥାନରୁ କିଛି ଇଟା ତଳକୁ ପଡ଼ିଯାଇଥିଲା। ଫଳରେ ୩ଜଣ ହବିଷିଆଳି ଆହତ ହୋଇଥିଲେ। ତୁରନ୍ତ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସେମାନେ ଆଶ୍ରୟସ୍ଥଳୀକୁ ଫେରିଥିଲେ। ପୁଣି ଶନିବାର ସକାଳେ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri