ପବ୍ଲିକ ହେଲ୍‌ଥରେ ଅଧିକ ନିବେଶ ହେବ

ନୂଆଦିଲ୍ଲୀ,୧୮।୫: ପବ୍ଲିକ୍‌ ହେଲ୍‌ଥ ସିଷ୍ଟମରେ ସରକାର ଅଧିକ ପୁଞ୍ଜି ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଥିବା ସ୍ବାସ୍ଥ୍ୟସେବା ଯୋଗାଣ କରୁଥିବା ଅନୁଷ୍ଠାନଗୁଡିକରେ ଏହାଦ୍ୱାରା ଅଧିକ ଅର୍ଥ ବିନିଯୋଗ ହେବ। ଅଧିକ ହେଲ୍‌ଥ ଏବଂ ଓ୍ବେଲ୍‌ନେସ ସେଣ୍ଟର ସ୍ଥାପନକୁ ସରକାର ଗୁରୁତ୍ୱ ଦେବେ। ମହାମାରୀକୁ ରୋକିବା ଲାଗି ତୃଣମୂଳ ସ୍ତରରୁ ପ୍ରସ୍ତୁତି, ଲାବ୍‌ନେଟ୍‌ଓ୍ବର୍କ, ଗବେଷଣା ଏବଂ ନ୍ୟାଶନାଲ ଡିଜିଟାଲ ହେଲ୍‌ଥ ମିଶନରେ ଉପରେ ସରକାର ଫୋକସ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?