ପରଫ୍ୟୁମରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ପ୍ରସାଧନ ସାମଗ୍ରୀ ମଧ୍ୟରେ ଅତର ବା ପରଫ୍ୟୁମ୍‌ ଆମର ଏକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ। ଏହା ଆମକୁ ଦିନ ତମାମ ସତେଜ ରଖିବା ସହ ସୁଗନ୍ଧ ମଧ୍ୟ ପ୍ରଦାନ କରିଥାଏ। ଆଉ ଏହାକୁ ନେଇ ବିଭିନ୍ନ ବ୍ୟକ୍ତିଙ୍କ ପସନ୍ଦ ଭିନ୍ନ ଭିନ୍ନ ଥାଏ। ତେବେ ବ୍ୟବହାର କରୁଥିବା ପରଫ୍ୟୁମର ସୁଗନ୍ଧରୁ ବ୍ୟକ୍ତିଙ୍କ ବ୍ୟକ୍ତିତ୍ୱ ସମ୍ପର୍କରେ ବି ଅନେକ କଥା ଜାଣିହୁଏ।

* ଉଡି ପରଫ୍ୟୁମ୍‌ ବା ଗଛର କାଠରୁ ନିର୍ମିତ ପରଫ୍ୟୁମ୍‌ ବ୍ୟବହାର କରୁଥିବା ବ୍ୟକ୍ତି ସାଧାରଣତଃ ପ୍ରକୃତିପ୍ରେମୀ ହୋଇଥାନ୍ତି। ଏହି ବ୍ୟକ୍ତିମାନେ ପେଶାଦାର, ନିଖୁଣତା ପ୍ରିୟ ତଥା ପାଠପଢା କ୍ଷେତ୍ରରେ ଉତ୍କର୍ଷତା ଲାଭ କରିଥାନ୍ତି।

* ଫ୍ଲୋରାଲ ପରଫ୍ୟୁମ ବା ଫୁଲ ବାସ୍ନାଯୁକ୍ତ ପରଫ୍ୟୁମ୍‌ ବ୍ୟବହାର କରୁଥିବା ବ୍ୟକ୍ତିଙ୍କ ମନ ଖୋଲା ମିଜାଜର। ଏମାନେ ବନ୍ଧୁପ୍ରିୟ ଓ ନମ୍ର ସ୍ବଭାବର ହୋଇଥାନ୍ତି। ସାଧାରଣତଃ ମହିଳାମାନେ ଏହି ପ୍ରକାର ପରଫ୍ୟୁମ ପସନ୍ଦ କରିଥାନ୍ତି।

* ଓରିଏଣ୍ଟାଲ ପରଫ୍ୟୁମ ଯେପରି ଭାନିଲା, ଚକୋଲେଟ, କଫି, ଡାଲଚିନି, ଲବଙ୍ଗ ଆଦି ବାସ୍ନାଯୁକ୍ତ ପରଫ୍ୟୁମ୍‌ ବ୍ୟବହାର କରୁଥିବା ବ୍ୟକ୍ତି ସାହସୀ ତଥା ନିଜ ପାଇଁ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ଲାଗି ଚେଷ୍ଟା କରିଥାନ୍ତି। ଏହି ବ୍ୟକ୍ତିମାନେ ତେଜସ୍ବୀ ତଥା ସର୍ବଦା ଉତଫୁଲ୍ଲିତ ରହିଥାନ୍ତି।

* ଫ୍ରୁଟ ପରଫ୍ୟୁମ ବା ଫଳ ବାସ୍ନାଯୁକ୍ତ ପରଫ୍ୟୁମ ସତେଜତା ପ୍ରଦାନ କରିଥାଏ। ଏହି ପରଫ୍ୟୁମ ବ୍ୟବହାର କରୁଥିବା ବ୍ୟକ୍ତିଙ୍କ ଠାରେ ଯୁବ ସୁଲଭ ଗୁଣ ଥିବା ସହ ସେମାନେ ତେଜସ୍ବୀ ହୋଇଥାନ୍ତି।

* ଗ୍ରିନ ପରଫ୍ୟୁମ ବା ପତ୍ରରୁ ନିର୍ମିତ ପରଫ୍ୟୁମ୍‌ ପସନ୍ଦ କରୁଥିବା ବ୍ୟକ୍ତି ପ୍ରକୃତିପ୍ରେମୀ ହୋଇଥାନ୍ତି। ପ୍ରକୃତିକୁ ପାଖରୁ ଦେଖିବା ଏବଂ ଅନୁଭବ କରିବାକୁ ଏମାନେ ପସନ୍ଦ କରିଥାନ୍ତି। ଏହି ବ୍ୟକ୍ତିମାନେ ମାର୍ଜିତ ତଥା ଉତ୍କୃଷ୍ଟ ଜୀବନ ଶୈଳୀ ସହ ବଞ୍ଚିବାକୁ ଚେଷ୍ଟା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri