Posted inଜାତୀୟ

ପରମାଣୁ ଆକ୍ରମଣକୁ ନେଇ ପରୋକ୍ଷରେ ପାକିସ୍ତାନକୁ ଚେତାବନୀ ଦେଲେ ରାଜନାଥ

ଜଇପୁର,୧୬।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଜସ୍ଥାନର ପୋଖରାନ ଗସ୍ତ କରିଛନ୍ତି। ଏଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କର ପ୍ରଥମ ଶ୍ରାଦ୍ଧ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ସମୟରେ ପରମାଣୁ ଆକ୍ରମଣକୁ ନେଇ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଭାରତର ନୀତି ହେଉଛି ସେ କେବେ ପ୍ରଥମେ ପରମାଣୁ ଅସ୍ତ୍ର ପ୍ରୟୋଗ କରିବ ନାହିଁ। ହେଲେ ପରିସ୍ଥିତିକୁ ଦେଖି ଏହି ନୀତିରେ ପରିବର୍ତ୍ତନ କରାଯାଇ ପାରେ ବୋଲି ସେ କହିଛନ୍ତି। ପାକିସ୍ତାନ ସହ ଭାରତର ସମ୍ପର୍କକୁ ନେଇ ସେ ପରୋକ୍ଷରେ ଏକଥା ପାକସ୍ତାନକୁ ଟାର୍ଗେଟ କରି କହିଥିବା କୁହାଯାଉଛି। ସୂଚନାଯୋଗ୍ୟ, ପ୍ରଥମେ ପୋଖରାନରେ ପରମାଣୁ ପରୀକ୍ଷଣ ସମୟରେ ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବାରୁ ରାଜନାଥ ପୋଖରାନରେ ହିଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୬ ପଇସା ପୈଠ ନକରିବାରୁ ଭାଜପା ନେତାଙ୍କ ଉପରେ ୧୨୦୦ ଟଙ୍କା ଜରିମାନା ଲଗାଇଛି HDFC ବ୍ୟାଙ୍କ

ନୂଆଦିଲ୍ଲୀ,୧୯।୮: ଯଦି ଆପଣ ଆପଣଙ୍କର କ୍ରେଡିଟ କାର୍ଡ ବିଲ ପେମେଣ୍ଟ କରିବା ସମୟରେ ଅଳ୍ପ କିଛି ପଇସା କମ ରହିଯାଏ, ତେବେ କ’ଣ ଏକ ବ୍ୟାଙ୍କ ଆପଣଙ୍କଠାରୁ…

ମଙ୍ଗଳ-ଶନିଙ୍କ କେନ୍ଦ୍ରଯୋଗ; ୪ ରାଶିଙ୍କ ଭଲଦିନ ଆରମ୍ଭ, ବଢିବ ଅପର୍ଯ୍ୟାପ୍ତ ଧନ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର, ୨୦୨୬ ଠାରୁ, ମଙ୍ଗଳ ଏବଂ ଶନି ପରସ୍ପରଠାରୁ ୯୦ ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ କେନ୍ଦ୍ର…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଓମର ଅବଦୁଲ୍ଲାଙ୍କୁ ଭେଟିବା ପରେ ବଡ଼ କଥା କହିଦେଲେ ଆମେରିକୀୟ ରାଷ୍ଟ୍ରଦୂତ, ଜମ୍ମୁ-କାଶ୍ମୀର….

ନୂଆଦିଲ୍ଲୀ, ୧୯।୮: ଭାରତରେ ଆମେରିକାର ରାଜଦୂତ ସର୍ଗିଓ ଗୋର୍ ବୁଧବାର ଜମ୍ମୁ-କଶ୍ମୀରକୁ ନେଇ ଭାରତର ଆଭିମୁଖ୍ୟ ସହ ସମାନ ମତ ରଖିଛନ୍ତି । ସେ ଜମ୍ମୁ-କଶ୍ମୀରକୁ ଭାରତର…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମରକ୍ଷା ତାଲିମ

ଭଞ୍ଜନଗର,୧୯ା୮(ବାବୁଲା ପ୍ରଧାନ): ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ ଏମପାଓ୍ବାର୍‌ ସେଲ’ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ଆତ୍ମରକ୍ଷା ତାଲିମ ଶିବିର ବୁଧବାର ଉଦଘାଟିତ ହୋଇଯାଇଛି।…

‘ଅପରେଶନ ସିନ୍ଦୂର’ ଡକ୍ୟୁମେଣ୍ଟାରୀ: ହଜିଲା ପାକିସ୍ତାନର ନିଦ, ରାତି ୨ଟାରେ ଜାରି କଲା ବିବୃତ୍ତି

ଇସଲାମାବାଦ,୧୯।୮: ’ଅପରେଶନ ସିନ୍ଦୂର’ ଉପରେ ଆଧାରିତ ଡକ୍ୟୁମେଣ୍ଟାରୀକୁ ନେଇ ପାକିସ୍ତାନ ଉତ୍ତେଜିତ ହୋଇ ଉଠିଛି। ପାକିସ୍ତାନ ସେନାର ମିଡିଆ ୱିଙ୍ଗର ମୁଖପାତ୍ର ଲେଫ୍ଟନାଣ୍ଟ ଜେନେରାଲ ଅହମ୍ମଦ ସରିଫ…

ସାବଧାନ ଆସୁଛି ନିୟମ! ସରକାରୀ ଚାକିରିଆଙ୍କ କଟିବ ୨୦% ଦରମା

ନୂଆଦିଲ୍ଲୀ, ୧୯।୮: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର କହିଛନ୍ତି ଯେ, ଆଇନଗତ ଭାବେ ବିବାହ ବିଚ୍ଛେଦ (ଡିଭୋର୍ସ) ନନେଇ ପ୍ରଥମ ସ୍ତ୍ରୀଙ୍କୁ ଛାଡ଼ି ଅନ୍ୟ…

ବିଧାନସଭାରେ ଗୀତ ଗାଇଲେ ମହିଳା ବିଧାୟକ; ହସିଲେ ମୁଖ୍ୟମନ୍ତ୍ରୀ, କହିଲେ….

ଚେନ୍ନାଇ, ୧୯।୮: ତାମିଲନାଡୁରେ ଅଭିନେତାରୁ ରାଜନେତା ହୋଇଥିବା ସି. ଜୋସେଫ ବିଜୟଙ୍କ ସରକାର ବିଧାୟକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ସମସ୍ତ ବିଧାୟକଙ୍କୁ କାର୍ ମିଳିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri