ପରମ୍ପରା ଆଗରେ ହାର ମାନିଲା କଟକଣା : ବୌଦ୍ଧରେ ପାଳନ ହେଲା ଦଣ୍ଡଯାତ୍ରା

ବୌଦ୍ଧ,୧୩।୪(ସ୍ବ.ପ୍ର): ସୋମବାର ଝାମୁଯାତ୍ରା ଅବସରରେ ପରମ୍ପରା ଆଗରେ ହାର ମାନିଛି ସବୁ କଟକଣା। ପ୍ରଶାସନର ନିର୍ଦ୍ଦେଶ ସତ୍ତ୍ୱେ ବିଭିନ୍ନ ଗ୍ରାମରେ ଦଣ୍ଡପର୍ବ ସହ ବହୁ ପୀଠରେ ଝାମୁଯାତ୍ରା ପାଳନ କରାଯାଇଛି। ଲକଡାଉନ କଟକଣା ଯୋଗୁ ଯଦିଓ ଯାତ୍ରାରେ ସାଧାରଣ ଲୋକ ଅଧିକ ସଂଖ୍ୟାରେ ସାମିଲ ହୋଇପାରି ନ ଥିଲେ ତଥାପି ମାନସିକଧାରୀ ଓ ଦଣ୍ଡଯାତ୍ରା ସହ ସମ୍ପୃୃକ୍ତ ପାଟଭୋକ୍ତା ଓ କଳାକାରମାନେ ସମବେତ ହୋଇ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା କରିଥିଲେ। ପୋଲିସ ପକ୍ଷରୁ ଚଢାଉ ସତ୍ତ୍ୱେ କିଛି ସ୍ଥାନରେ ଦଣ୍ଡଯାତ୍ରାର ଧୂଳିଖେଳ ମଧ୍ୟ ଅନୁଷ୍ଠିତ ହୋଇଥିବା ଦେଖାଯାଇଥିଲା। ତେବେ ଅଧିକ ସ୍ଥାନରେ କେବଳ ପୂଜାର୍ଚ୍ଚନା କରାଯାଇ ପରମ୍ପରା ରକ୍ଷା କରାଯିବା ସହିତ ସାମାଜିକ ଦୂରତା ପ୍ରତି ଗୁରୁତ୍ୱ ଦିଆଯାଇଥିଲା। ସରସରା ଠାରେ ଝାମୁଯାତ୍ରା ଚାଲିଥିବାବେଳେ ପୋଲିସ କିଛି ଲୋକଙ୍କୁ ଉଠାଇ ଆଣି ଅଟକ ରଖିଥିବା ଜଣାଯାଇଛି। ଅନେକ ସ୍ଥାନରେ ବିଷୁବ ମିଳନ କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯାଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

ଗାଧୋଇବା ବେଳେ ହଠାତ ବଢ଼ିଗଲା ପାଣିର ସ୍ରୋତ, ବୁଡ଼ିଯାଉଥିବା ବେଳେ ୨ ଜଣଙ୍କୁ…

କେନ୍ଦୁଝର, ୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାସ୍ଥିତ କାନପୁର ବୃହତ ଜଳସେଚନ ପ୍ରକଳ୍ପ କେନାଲରେ ଗାଧୋଇବା ସମୟରେ ପ୍ରବଳ ସ୍ରୋତରେ ଭାସି ଯାଉଥିବା ଦୁଇ ଜଣ ବ୍ୟକ୍ତିଙ୍କୁ…

ସାଙ୍ଗମାନଙ୍କ ସହ ଶୋଇଥିଲେ, ସାପ କାମୁଡ଼ାରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ, ଅଞ୍ଚଳରେ…

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମପଞ୍ଚାୟତର ବାର୍ଷିକୋଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାପ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri