Posted inଜାତୀୟ

ପରମ୍ପରା ବଜାୟ ରଖିଲା ଭାଜପା: ଛାଡିଲା ବାଚସ୍ପତି ପଦ

ମୁମ୍ବାଇ,୧।୧୨: ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ଭାବେ କଂଗ୍ରେସ ନେତା ନାନା ପାଟୋଲେଙ୍କୁ ମିଳିଛି ଏହି ଆସନ। ପୂର୍ବରୁ ଏଥିପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ର କିଶାନ କାଠୋରେ ପ୍ରାର୍ଥିପତ୍ର ଦାଖଲ କରିଥିବା ବେଳେ ରବିବାର ସକାଳେ ସେ ଏହାକୁ ପ୍ରତ୍ୟାହାର କରି ନେଇଥିଲେ। ଆଉ ନାନା ନିର୍ବିରୋଧରେ ବାଚସ୍ପତି ନିର୍ବାଚିତ ହୋଇଥିଲେ। ଏହାକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ କହିଛନ୍ତି ପରମ୍ପରା ଦୃଷ୍ଟିରୁ ଆମେ ଏହି ପଦ ଛାଡିଛୁ। କାରଣ ସର୍ବଦଳୀୟ ବୈଠକରେ ଅନ୍ୟଦଳଙ୍କ ଅନୁରୋଧ କ୍ରମେ ଆମେ ବାଚସ୍ପତି ପଦ ଛାଡିଦେଇଥିଲୁ। ଏହାବ୍ୟତୀତ ପରମ୍ପରା ଅନୁଯାୟୀ ବାଚସ୍ପତି ପାଇଁ କେବେ ୨ ଜଣ ପ୍ରାର୍ଥୀ ଆସି ନ ଥାଆନ୍ତି। ସର୍ବଦା ଜଣେ ପ୍ରାର୍ଥୀ ହିଁି ନିର୍ବିରୋଧରେ ବାଚସ୍ପତି ଭାବେ ନିର୍ବାଚିତ ହୋଇଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri