Posted inଜାତୀୟ

ପରଲୋକରେ ଏନ୍‌ଡି ତିଓ୍ବାରୀଙ୍କ ପୁଅ ରୋହିତ

ନୂଆଦିଲ୍ଲୀ,୧୭ା୪(ପି.ଟି.): ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଏନ୍‌ଡି ତିଓ୍ବାରୀଙ୍କ ପୁଅ ରୋହିତ ଶେଖରଙ୍କ ପରଲୋକ ହୋଇଛି। ନୂଆଦିଲ୍ଲୀର ସାକେତସ୍ଥିତ ଏକ ଘରୋଇ ହସ୍ପିଟାଲକୁ ମଙ୍ଗଳବାର ସନ୍ଧ୍ୟା ୫ଟାରେ ତାଙ୍କୁ ଗୁରୁତର ଅବସ୍ଥାରେ ଅଣାଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ।
ରୋହିତଙ୍କ ମା’ ଉଜ୍ୱଳା ତିଓ୍ବାରୀ ଚିକିତ୍ସାଧୀନ ଥିବା ମ୍ୟାକ୍ସ ହସ୍ପିଟାଲକୁ ଅପରାହ୍ନ ୪ଟା ୪୧ରେ ତାଙ୍କ ଘରୁ ଏକ ଜରୁରୀ ଫୋନ୍‌କଲ୍‌ ଯାଇଥିଲା। ରୋହିତଙ୍କୁ ଏକ ଆମ୍ବୁଲାନ୍ସରେ ହସ୍ପିଟାଲକୁ ନିଆଯାଇଥିଲା। ସେତେ ବେଳେ ତାଙ୍କ ନାକରୁ ରକ୍ତସ୍ରାବ ହେଉଥିଲା। କିଛି ସମୟର ଚିକିତ୍ସା ପରେ ସେ ଆଖି ବୁଜି ଦେଇଥିଲେ। ରୋହିତ ୨୦୧୭ରେ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ତୈଳ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ପେଟ୍ରୋଲ ଉପରେ ପ୍ରଥମ ଥର ପାଇଁ ଲାଗିବ…

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ (ATF) ରପ୍ତାନି ଉପରେ ଲାଗୁ ହେଉଥିବା ସ୍ପେଶାଲ ଆଡିସନାଲ ଏକ୍ସାଇଜ ଡ୍ୟୁଟି (SAED) ର ଦରରେ…

ଭୋଜଶାଳାରେ ସରସ୍ବତୀ ମନ୍ଦିର ଥିଲା: ହାଇକୋର୍ଟ

ଇନ୍ଦୋର,୧୬ା୫: ମଧ୍ୟପ୍ରଦେଶ ଧାର ଜିଲାରେ ଥିବା ବିବାଦୀୟ ଭୋଜଶାଳା କମ୍ପ୍ଲେକ୍ସ ଦେବୀ ସରସ୍ବତୀଙ୍କୁ ସମର୍ଥତ୍ତ ଏକ ମନ୍ଦିର ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଶୁକ୍ରବାର ଘୋଷଣା କରିଛନ୍ତି। ମସ୍‌ଜିଦ…

NEET ପେପର ଲିକ୍‌ ମାମଲାରେ CBIର ବଡ଼ କାର୍ଯ୍ୟାନୁଷ୍ଠାନ: ମାଷ୍ଟରମାଇଣ୍ଡ ପି.ଭି. କୁଲକର୍ଣ୍ଣି ଗିରଫ

ନୂଆଦିଲ୍ଲୀ/ପୁଣେ,୧୫।୫: NEET-UG 2026 ପ୍ରଶ୍ନପତ୍ର ଲିକ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI)କୁ ଏକ ବଡ଼ ସଫଳତା ମିଳିଛି। ତଦନ୍ତକାରୀ ସଂସ୍ଥା ଏହି ସାରା ଘଟଣାର ମାଷ୍ଟରମାଇଣ୍ଡ…

ଇନ୍ଧନ ସଞ୍ଚୟ ଚାପ ମଧ୍ୟରେ ସୁପ୍ରିମକୋର୍ଟରେ ହେବ ଭର୍ଚୁଆଲ ଶୁଣାଣି

ନୂଆଦିଲ୍ଲୀ,୧୫।୫: ଶୁକ୍ରବାର ସୁପ୍ରିମକୋର୍ଟ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ଏକ ସର୍କୁଲାର ଅନୁଯାୟୀ, ସୁପ୍ରିମକୋର୍ଟ ହାଇବ୍ରିଡ କାର୍ଯ୍ୟ ମଡେଲ ବାଛିଛନ୍ତି, ବିବିଧ ଦିନ ଏବଂ ଆଂଶିକ କାର୍ଯ୍ୟ…

କେରଳ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ନାହିଁ ଥରୁର

ନୂଆଦିଲ୍ଲୀ,୧୫।୫: କେରଳର ନୂଆ ମୁଖ୍ୟମନ୍ତ୍ରୀ, ଭି.ଡି. ସତିସନ, ସୋମବାର (୧୮ ମଇ) ଶପଥ ଗ୍ରହଣ କରିବେ ବୋଲି ଆଶା କରାଯାଉଛି। ବ୍ୟାପକ ବିଚାର ବିମର୍ଶ ପରେ, କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri