Posted inଜାତୀୟ

ପରଲୋକରେ ପଦ୍ମଶ୍ରୀ ନବନୀତା ଦେବ୍‌ସେନ

କୋଲକାତା,୮।୧୧: ପ୍ରଖ୍ୟାତ ଅର୍ଥନୀତିଜ୍ଞ ନୋବେଲ ବିଜେତା ଡ.ଅମର୍ତ୍ତ୍ୟ ସେନଙ୍କ ପ୍ରଥମ ସ୍ତ୍ରୀ ନବନୀତା ଦେବ୍‌ ସେନଙ୍କ ଗୁରୁବାର ସଂନ୍ଧ୍ୟାରେ ଦକ୍ଷିଣ କୋଲକୋତା ସ୍ଥିତ ବାସଭବନରେ ମୃତ୍ୟୁ ହୋଇଛି। ମୃତ୍ୟୁ ସମୟରେ ତାଙ୍କୁ ୮୧ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନରୁ ସେ ଅସୁସ୍ଥ ରହିଥିଲେ।  ତାଙ୍କର ୨ ଝିଅ ଅନ୍ତରା ଓ ନନ୍ଦନା ମୃତ୍ୟୁଶଯ୍ୟା ନିକଟରେ ଉପସ୍ଥିତ ଥିଲେ । ୧୯୩୮ ଜାନୁୟାରୀ ୧୩ରେ କୋଲକାତାରେ  ଜନ୍ମଗ୍ରହଣ କରିଥିଲେ ନବନୀତା । ସେ ଥିଲେ ଜଣେ ବିଶିଷ୍ଟ ସାହିତ୍ୟିକ।  ନିଜର କୃତି ଲାଗି ସାହିତ୍ୟ ଏକାଡେମୀ ପୁରସ୍କାର ଓ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ୧୯୫୮ରେ ଅର୍ଥନୀତିରେ ନୋବେଲ ପୁରସ୍କାର ବିଜେତା ଅମର୍ତ୍ତ୍ୟ ସେନଙ୍କୁ ସେ ବିବାହ କରିଥିଲେ। ଏହାପରେ ୧୯୭୬ରେ ଦୁଇଜଣଙ୍କର ବିବାହ ବିଚ୍ଛେଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri