ପରଲୋକରେ ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦ

କଟକ ଅଫିସ,୩୦।୧୧: ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ହଠାତ୍‌ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

କଟକର ଆଲିଶା ବଜାରରେ ରହୁଥିବା ରାଧାକାନ୍ତ ଓଡ଼ିଶାର ପ୍ରମୁଖ ବାଦକମାନଙ୍କ ମଧ୍ୟରୁ ଜଣେ ଥିଲେ। ନିକଟରେ ତାଙ୍କୁ ଓଡ଼ିଶା ସଙ୍ଗୀତ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା। ମୃତ୍ୟୁଶର୍ଯ୍ୟା ନିକଟରେ ତାଙ୍କର ଦୁଇ ପୁଅ, ବୋହୁ ଏବଂ ସ୍ତ୍ରୀ ଅଛନ୍ତି। ରାଧାକାନ୍ତଙ୍କ ମୃତ୍ୟୁଖବର ପ୍ରଚାରିତ ହେବା ପରେ ସିନେ ଏବଂ ବାଦ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ।...

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି...

ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି

ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା...

ବିଜେଡି ପ୍ରାର୍ଥୀ ଘୋଷଣା ପରେ ବଡ଼ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବିଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ଦଳ ଚିଲିକାରୁ ରଘୁନାଥ ସାହୁଙ୍କୁ ପ୍ରାର୍ଥୀ କରିଛି। ତେବେ ଚିଲିକା...

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ...

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri