Posted inଜାତୀୟ

ପରାଜୟର କାରଣ ଜାଣିବା ଲାଗି ବୁଥ୍‌ସ୍ତରୀୟ ରିପୋର୍ଟ ଲୋଡିଲେ ରାହୁଲ

ନୂଆଦିଲ୍ଲୀ, ୬।୬: ଚଳିତ ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ପରାଜୟ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବେଶ୍‌ ମର୍ମାହତ ହୋଇଛନ୍ତି। ପରାଜୟର ପ୍ରକୃତ କାରଣ ଜାଣିବା ଲାଗି ସେ ବୁଥ୍‌ସ୍ତରୀୟ ରିପୋର୍ଟ ରାଜ୍ୟ ପ୍ରଭାରୀଙ୍କଠାରୁ ଲୋଡିଛନ୍ତି। ଏହା ଅନୁସାରେ ସଂଗଠନରେ ଆବଶ୍ୟକ ପରିବର୍ତ୍ତନ କରାଯିବ ବୋଲି ରାହୁଲ ସୂଚନା ଦେଇଛନ୍ତି। ଉତ୍ତରପ୍ରଦେଶ ପ୍ରଭାରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ରିପୋର୍ଟ ରାହୁଲଙ୍କୁ ଦେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଜୁନ୍ ୧ରୁ ବଦଳୁଛି Indane, Bharat ଏବଂ HP ଗ୍ୟାସର ୬ଟି ନିୟମ; ସିଧାସଳଖ ଆପଣଙ୍କ ପକେଟ୍ ଉପରେ ପଡ଼ିବ ପ୍ରଭାବ!

ନୂଆଦିଲ୍ଲୀ,୨୮।୫: ଯଦି ଆପଣଙ୍କ ପରିବାର Indane, Bharat ଗ୍ୟାସ, କିମ୍ୱା HP ଗ୍ୟାସର ଏକ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଆଗାମୀ ମାସଟି ଆପଣଙ୍କ ପାଇଁ…

ଇଦ୍‌ରେ ପ୍ରଶଂସକଙ୍କୁ ବଡ଼ ଉପହାର ଦେଲେ ସଲମାନ

ଅଭିନେତା ସଲମାନ ଖାନଙ୍କ ଓ୍ବାର୍‌ ଡ୍ରାମା ଫିଲ୍ମ ‘ମାତୃଭୂମି: ମେଁ ରେଷ୍ଟ ଇନ୍‌ ପିସ୍‌’ର ଏକ ନୂତନ ଗୀତ ଇଦ୍‌-ଉଜ୍‌-ଜୁହାର ବିଶେଷ ଅବସରରେ ମୁକ୍ତିଲାଭ କରିଛି। ଏହା…

ମନ୍ଦିର ଦର୍ଶନ କରି ଫେରୁଥିବା ବେଳେ ଯୁବତୀଙ୍କୁ ଟେକିନେଲେ ଦୁର୍ବୃତ୍ତ, ଗଣବଳାତ୍କାର କରିବା ପରେ କଲେ…..

ଜୟପୁର,୨୮।୫: ରାଜସ୍ଥାନର ରାଜଧାନୀ ଜୟପୁରରେ ଜଣେ ଯୁବତୀଙ୍କ ସହ ଗଣବଳାତ୍କାରର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଘଟଣାଟି ସହରର ଭିକେଆଇ ପୋଲିସ ଷ୍ଟେସନ ଅଧୀନରେ ଘଟିଥିବା…

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଗୋଟିଏ ଫିଲ୍ମରୁ ରାତାରାତି ଷ୍ଟାର୍‌ ବନିଲେ ଏହି ୟଙ୍ଗ ଆକ୍ଟର; କେବଳ ଐଶ୍ୱର୍ଯ୍ୟା-ବିଜୟ ନୁହେଁ, ଶାହାରୁଖଙ୍କୁ ବି ପକାଇଲେ ପଛରେ…

ମୁମ୍ବାଇ: ଇଣ୍ଟରନେଟ ମୁଭି ଡାଟାବେସ (IMDb) ପକ୍ଷରୁ ଚଳିତ ସପ୍ତାହର ସବୁଠାରୁ ଲୋକପ୍ରିୟ ଭାରତୀୟ ସେଲିବ୍ରିଟିଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବଡ଼ ବଡ଼ ସୁପରଷ୍ଟାରମାନଙ୍କୁ…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri