Posted inଜାତୀୟ

ପରାଜୟ ପରେ କାର୍ଯ୍ୟକର୍ତ୍ତାଙ୍କୁ ବିଦା କଲେ ମାୟାବତୀ

ଲକ୍ଷ୍ନୌ,୩ା୬(ଆଇଏଏନ୍‌ଏସ୍‌): ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ବିଏସ୍‌ପି ସୁପ୍ରିମୋ ମାୟାବତୀ ୬ ରାଜ୍ୟର ନିର୍ବାଚନ ସଂଯୋଜକ ଏବଂ ଦୁଇ ରାଜ୍ୟର ବିଏସ୍‌ପି ସଭାପତିଙ୍କୁ ବିଦା କରିଛନ୍ତି। ଉତ୍ତରାଖଣ୍ଡ, ବିହାର, ଝାଡଖଣ୍ଡ, ରାଜସ୍ଥାନ, ଗୁଜରାଟ ଏବଂ ଓଡିଶାର ବିଏସ୍‌ପି ସଂଯୋଜକଙ୍କୁ ବହିଷ୍କାର କରାଯାଇଛି। ସେହିପରି ଦିଲ୍ଲୀ ଓ ମଧ୍ୟପ୍ରଦେଶର ରାଜ୍ୟ ବିଏସ୍‌ପି ସଭାପତିଙ୍କୁ ବିଦା କରାଯାଇଛି। ଏହି ଦୁଇ ରାଜ୍ୟରେ ବିଏସ୍‌ପି ଗୋଟିଏ ହେଲେ ଆସନ ଜିତିନାହିଁ। ନିର୍ବାଚନ ଫଳାଫଳକୁ ନେଇ ଅସନ୍ତୁଷ୍ଟ ଥିବା ମାୟାବତୀ ସୋମବାର ବିଭିନ୍ନ ରାଜ୍ୟର ଦଳୀୟ କାର୍ଯ୍ୟକର୍ତ୍ତାମାନଙ୍କ ବୈଠକ ଡାକିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଦ୍‌-ଉଜ୍‌-ଜୁହାରେ ଏମିତି ମେସେଜ୍‌ ଦେଲେ ପ୍ରଧାନମନ୍ତ୍ରୀ: ଆମ ସମାଜରେ…

ନୂଆଦିଲ୍ଲୀ,୨୮।୫: ସାରା ଦେଶରେ ଆଜି ଇଦ୍‌-ଉଜ୍‌-ଜୁହା ପର୍ବ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ‘ଏକ୍ସ’ ରେ ଏକ…

କର୍ନାଟକ ରାଜନୀତିରେ ରୋଚକ ଦୃଶ୍ୟ, ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ପାଦ ଛୁଇଁଲେ ଶିବକୁମାର

ବେଙ୍ଗାଲୁରୁ, ୨୮।୫: କର୍ନାଟକ ରାଜନୀତିରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ, ଗୁରୁବାର ବେଙ୍ଗାଲୁରୁସ୍ଥିତ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଜଳଖିଆ ବୈଠକ ଅନୁଷ୍ଠିତ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri