ମୁମ୍ବାଇ,୩୧। ୩: ୧୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ମିଶ୍ରଣ ପରେ ରିଜର୍ଭ ବ୍ୟାଙ୍କ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି(ଏସ୍ଏଲ୍ବିସି)ର କନ୍ଭେନରଙ୍କୁ ପରିବର୍ତ୍ତନ ନେଇ ସୋମବାର ପ୍ରସ୍ତାବ ଦେଇଛି। ସରକାର ୧୦ ବ୍ୟାଙ୍କକୁ ମିଶାଇ ୪ ବଡ଼ ବ୍ୟାଙ୍କ ଗଠନ ନେଇ ଯୋଜନାକୁ ଏପ୍ରିଲ ପହିଲାରୁ କାର୍ଯ୍ୟକାରୀ କରାଉଛନ୍ତି। ନୂଆ ପ୍ରସ୍ତାବ ମୁତାବକ ଦିଲ୍ଲୀ ପାଇଁ ପିଏନ୍ବି ଏସ୍ଏଲ୍ବିସି କନ୍ଭେନର ଭାବେ କାର୍ଯ୍ୟ କରିବ। ବର୍ତ୍ତମାନ ଏଠାରେ ଓରିଏଣ୍ଟାଲ ବ୍ୟାଙ୍କ ଦାୟିତ୍ୱ ନିର୍ବାହ କରୁଛି। ସେହିଭଳି ତ୍ରିପୁରା ଏବଂ ପଶ୍ଚିମବଙ୍ଗ ଲାଗି ୟୁନାଇଟେଡ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ପରିବର୍ତ୍ତେ ପିଏନ୍ବି ହାତକୁ ଦାୟିତ୍ୱ ହସ୍ତାନ୍ତର ହେବ। ଆନ୍ଧ୍ରବ୍ୟାଙ୍କ ୟୁନିୟନ ବ୍ୟାଙ୍କ ସହ ମିଶିଥିବାରୁ ଆନ୍ଧ୍ରପ୍ରଦେଶର ନୂଆ ଏସ୍ଏଲ୍ବିସି କନ୍ଭେନରଭାବେ ୟୁନିୟନ ବ୍ୟାଙ୍କ କାର୍ଯ୍ୟ କରିବ। ସେହିଭଳି କର୍ନାଟକ ପାଇଁ ସିଣ୍ଡିକେଟ ବ୍ୟାଙ୍କ ପରିବର୍ତ୍ତେ କାନାରା ବ୍ୟାଙ୍କ ଏସ୍ଏଲ୍ବିସି କନ୍ଭେନର ରହିବ ବୋଲି ଜଣାପଡ଼ିଛି।
ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ
ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...
ସିଗାରେଟ୍, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX
ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...
Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ
ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...
ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...
LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍କା!
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...
ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍
ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...
ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...
ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...
Archives


