ପରିବହନ ବିଭାଗ ତରଫରୁ ବେଆଇନ ବସ୍‌ ଯାଞ୍ଚ: ବିନା ଅନୁମତିରେ ଚଳାଚଳ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ

ଟାଙ୍ଗୀ(ଖୋର୍ଦ୍ଧା),୨୧।୮(ଡି.ଏନ.ଏ.)-ଭୁବନେଶ୍ୱର, ବାଲୁଗାଁ, ଆସିକା ଓ ବ୍ରହ୍ମପୁର ଅଭିମୁଖେ ବସ୍‌ଗୁଡ଼ିକ ବେଆଇନ ଭାବେ ଯାତାୟାତ କରୁଥିବା ବାରମ୍ବାର ଅଭିଯୋଗ ହେଉଛି। ତେଣୁ ମଙ୍ଗଳବାର ପରିବହନ ବିଭାଗ ତରଫରୁ ଯାଞ୍ଚ ଆରମ୍ଭ ହୋଇଯାଇଛି । ଖୋର୍ଦ୍ଧା ଜିଲା ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡର ମୁଖ୍ୟ ମାନା ସିଂହଙ୍କ ନେତୃତ୍ୱରେ ପରିବହନ କର୍ମଚାରୀମାନେ ୧୬ ନଂ ଜାତୀୟ ରାଜପଥ ଟାଙ୍ଗୀ ବାଇପାସ୍‌ରେ ଯାତ୍ରୀବାହୀ ବସ୍‌ଗୁଡ଼ିକର ପରମିଟ୍‌ ଯାଞ୍ଚ କରିଥିବା ଜଣାପଡିଛି। ବସ୍‌ଗୁଡ଼ିକ ଟାଙ୍ଗୀ ଓ ଚାନ୍ଦପୁର ରାସ୍ତାରେ ନ ଯାଇ ବିନା ପରମିଟ୍‌ରେ ବାଇପାସ୍‌ରେ ଯାଉଥିବା ଅଭିଯୋଗ ହୋଇଆସୁଛି। ତେଣୁ ତନଖି ବେଳେ ପରିବହନ କର୍ମଚାରୀମାନେ ଜରିମାନା ଆଦାୟ ସହ ତାଗିଦ୍‌ ମଧ୍ୟ କରିଥିଲେ। ସୂଚନାଯୋଗ୍ୟ, ବିଭାଗ ପକ୍ଷରୁ ଟାଙ୍ଗୀ-ଚାନ୍ଦପୁର ଦେଇ ଯାତାୟାତ କରିବାକୁ ନିର୍ଦ୍ଦେଶନାମା ଜାରି ସହ ବିନା ପରମିଟ୍‌ରେ ଚଳାଚଳ କରୁଥିବା ବସ୍‌ଗୁଡ଼ିକ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଓ ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ମହାନ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବା ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…

ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ...

କେତେ ହ୍ରାସ ପାଇବ ବିରାଟ-ରୋହିତଙ୍କ ଦରମା, ଆସିଲା ବଡ଼ ଅପଡେଟ୍‌, BCCIର ବୈଠକରେ…

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)ର ୩୧ତମ ବାର୍ଷିକ ସାଧାରଣ ବୈଠକ (AGM) ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥର ସବୁଠାରୁ...

ପାଇପ୍‌ ଫାଟି ରାସ୍ତାରେ ବନ୍ୟା: ଚିନ୍ତାରେ ପଡ଼ାବାସୀ

ଲୋଇସିଂହା,୧୧।୧୨(ସୁଶାନ୍ତ ବାରିକ): ଲୋଇସିଂହାଶକ୍ତି ନଗର ପଡାରେ ପାଇପ ଫାଟି ରାସ୍ତା ଉପରେ ବହୁଛି ପାଣି। ଏ ଦୃଶ୍ୟ ହେଉଛି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୋଇସିଂହା...

୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ

ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...

ପୁଣି ବଢ଼ିଲା ଇଣ୍ଟରନେଟ କଟକଣା: ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି,୧୧।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ କଟକଣା। ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁ ମଧ୍ୟରେ ବିବାଦକୁ ନେଇ କଟକଣା ବୃଦ୍ଧି...

ଗମ୍ଭୀରଙ୍କ ଯୋଗୁ ମିଳିଲାନି ଅଧିନାୟକ ପଦ! ଶୁବମନଙ୍କ ଉପରେ କରାଯାଉଥିଲା ପ୍ଲାନିଂ, ସାମ୍ନାକୁ ଆସିଲା ବଡ଼ ସତ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟରେ ନିକଟରେ ପରିବର୍ତ୍ତନ ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ହଠାତ୍‌ ଅବସର ଏବଂ ପରବର୍ତ୍ତୀ ସମୟରେ ଶୁବମନ ଗିଲଙ୍କୁ...

ନରେନ୍ଦ୍ର ମୋଦିଙ୍କ ଉତ୍ତରାଧିକାରୀ କିଏ, ମୋହନ ଭାଗବତ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୧।୧୨: ନରେନ୍ଦ୍ର ମୋଦିଙ୍କ ପରେ କିଏ ପ୍ରଧାନମନ୍ତ୍ରୀ ହେବେ, ସେନେଇ ଏବେ ଚର୍ଚ୍ଚା ଚାଲିଛି। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri