ଚମ୍ପୁଆ/ଯୋଡ଼ା, ୧।୧୧(ଡି.ଏନ.ଏ.)-ଆଜକୁ ୫ ବର୍ଷ ତଳେ କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଯୋଡ଼ା ଥାନା ଅନ୍ତର୍ଗତ ଲହଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିଲା ା ଗୁଣିଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ୬ଜଣଙ୍କୁ କେତେଜଣ ଲୋକ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ୍ ଦୋଳଗୋବିନ୍ଦ ବାରିକ ୨୪ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ା କୋର୍ଟ ୩୦୨ ଦଫାରେ ଦୋଷୀମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେମାନେ ହେଲେ ମାନା ମୁଣ୍ଡା(୩୦), ବାଗୁନ ମୁଣ୍ଡା(୩୨), ଉମା ମୁଣ୍ଡା(୩୨), ତୁମ୍ବା ମୁଣ୍ଡା(୩୦), ରତ୍ନା ମୁଣ୍ଡା(୩୮) ଓ ଈଶ୍ୱର ମୁଣ୍ଡା(୨୩) ା ଏଥିସହ ଦୋଷୀମାନେ ୧୦ ହଜାର ଟଙ୍କା ଲେଖାଏ ଜରିମାନା ଦେବେ ବୋଲି କୋର୍ଟ କହିଛନ୍ତି ା ସେହିପରି ଜଣେ ମହିଳା ଅପରାଧୀ ପାଣ୍ଡ୍ରି ମୁଣ୍ଡାଙ୍କୁ ଉଇଚ ହଣ୍ଟିଂ ଅପରାଧରେ ୩ ବର୍ଷ କାରାଦଣ୍ଡ ଶହ ୫ ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ, ତା ୧୩।୭।୨୦୧୫ରିଖରେ ଲହଣ୍ଡା ଗ୍ରାମରେ ଘଟିଥିଲା ଏହି ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଗୁଣିଗାରେଡ଼ି ସନ୍ଦେହରେ ଉଜୁଡିଯାଇଥିଲା ଗୁରା ମୁଣ୍ଡାଙ୍କ ପରିବାର। ସେତେବେଳେ ଏହି ଘଟଣା ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଦେଇଥିଲା ା
Posted inଆମ ଜିଲା ଖବର, କେନ୍ଦୁଝର View All
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା
ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…
Archives

