ପରିବା ବୋଝେଇ ପିକ୍‌ଅପ୍‌କୁ ପିଟିଲା ଟ୍ରକ: ଦୁଇ ମୃତ, ଜଣେ ଗୁରୁତର

କେନ୍ଦୁଝର,୩୦।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେକଡାଘର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପରିବା ବୋଝେଇ ପିକ୍‌ଅପ୍‌ ଗାଡି ଖରାପ ଥିବାରୁ ଛିଡ଼ା ହୋଇ ସଜାଡୁ ଥିବା ସମୟରେ ପଛରୁ ଏକ ଆଇରନ ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପିକ୍‌ଅପ୍‌ ଗାଡିର ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଜଣଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଦୁଇଟି ପିକ୍‌ଅପ୍‌ ଗାଡି ଯାଜପୁର କୁଆଖିଆରୁ ପରିବା ନେଇ ରାଞ୍ଚି ଯାଉଥିବାବେଳେ ଏଭଳି ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରିନାହିଁ। ଘଟଣାସ୍ଥଳରେ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri