Posted inଜାତୀୟ

ପରିମାଣ ନୁହେଁ, ଗୁଣବତ୍ତାକୁ ଗୁରୁତ୍ୱ ଦେଉଛନ୍ତି ଔଷଧ କମ୍ପାନୀ

ନୂଆଦିଲ୍ଲୀ,୨୯ା୧: ଭାରତୀୟ ଔଷଧ ଶିଳ୍ପଗୁଡ଼ିକ ପରିମାଣଯୁକ୍ତ ଆଭିମୁଖ୍ୟରୁ ମୂଲ୍ୟଯୁକ୍ତ ଆଭିମୁଖ୍ୟକୁ ବଦଳୁଛନ୍ତି। ଜଟିଳ ଜେନେରିକ୍ସ, ବାୟୋସିମିଲାର୍ସ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ ଔଷଧ ଶିଳ୍ପ ମୂଲ୍ୟ ଶୃଙ୍ଖଳ ଆଡ଼କୁ ମୁହଁାଇଥିବା ଚଳିତ ଆର୍ଥତ୍କ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି।
ପରିମାଣ ଦୃଷ୍ଟିରୁ ଭାରତ ବିଶ୍ୱର ତୃତୀୟ ବୃହତ୍‌ ଦେଶ। ଏହା ବିଶ୍ୱର ଜେନେରିକ୍‌ ଔଷଧ ଚାହିଦାର ପ୍ରାୟ ୨୦ ପ୍ରତିଶତ ପୂରଣ କରୁଥିବାବେଳେ ୧୯୧ଟି ଦେଶକୁ ରପ୍ତାନି କରିଥାଏ। ୨୦୨୫ ଆର୍ଥିକ ବର୍ଷରେ ଭାରତୀୟ ଔଷଧ ଶିଳ୍ପର ବାର୍ଷିକ କାରବାର ୪.୭୨ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ଔଷଧ ଆମେରିକା, ୟୁରୋପ ଭଳି ଦେଶକୁ ରପ୍ତାନି ହୋଇଥାଏ। ପରିମାଣ ଅନୁଯାୟୀ ଔଷଧ ରପ୍ତାନିରେ ଭାରତ ୧୧ତମ ସ୍ଥାନରେ ରହିଛି। ଡାକ୍ତରୀ ଉପକରଣ ରପ୍ତାନି ୪.୧ ବିଲିୟନ ଡଲାରରେ ପହଞ୍ଚତ୍ଛି। ୨୦୨୧ ଆର୍ଥତ୍କ ବର୍ଷରେ ଏହା ୨.୫ ବିଲିୟନ ଡଲାର ଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ…

ମେଦବହୁଳତା ଭାରତ ପାଇଁ ଏକ ବଡ଼ ଆର୍ଥିକ ବିପତ୍ତି: ଅର୍ଥନୈତିକ ସର୍ଭେରେ ଚେତାବନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ବଢ଼ୁଥିବା ମେଦବହୁଳତା ସ୍ୱାସ୍ଥ୍ୟ ସହିତ ଭାରତ ପାଇଁ ଏକ ବଡ଼ ‘ଅର୍ଥନୈତିକ ବିପତ୍ତି’ ଭାବେ ଉଭା ହୋଇଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri