ପରୀକ୍ଷା ପାଇଁ ପଠାଗଲା ୬୭ ସ୍ବାବ୍‌ ନମୁନା

କାକଟପୁର, ୨୪ା୪(ଡି.ଏନ.ଏ): କାକଟପୁର ବ୍ଲକର ୬୭ଜଣ ବ୍ୟକ୍ତିଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲକୁ ପଠାଯାଇଛି। ବାଙ୍ଗୁରୀଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏହି ସ୍ବାବ୍‌ ସଂଗ୍ରହ କରାଯାଇଥିଲା। ରାଜ୍ୟ ବାହାରୁ ଆସିଥିବା ତଥା ପଞ୍ଜୀକୃତ ହୋଇଥିବା ଏହି ୬୭ଜଣ ବ୍ୟକ୍ତିଙ୍କ ସ୍ବାବ୍‌ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ପାଇଁ ପଠାଯାଇଛି। ପ୍ରକୃତରେ ସେମାନେ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି କି ନାହିଁ ତାହା ପରୀକ୍ଷା ପରେ ଜଣାପଡିବ ବୋଲି ଡାକ୍ତର ଆଶିଷ କୁମାର ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ…

ଟ୍ରେନରେ କଟି ଯୁବକଙ୍କ ଚାଲିଗଲା ଜୀବନ: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

କଣ୍ଟାବାଞ୍ଜି ୧୨।୨(ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡ଼ଙ୍ଗା ପଞ୍ଚାୟତ ବାନ୍ଧନପାଲି ଗ୍ରାମର ଜଣେ ଯୁବକ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ମିଳିଥିବା ସୂଚନା…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ରାସ୍ତା ପାର୍‌ ହେଉଥିଲେ ମହିଳା, ଦ୍ରୁତଗତିରେ ଆସି ପିଟିଦେଲା ବାଇକ୍‌, ଆଉ ତା’ ପରେ…

କେନ୍ଦୁଝର,୧୧ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ପୁଟୁଳିଆ କ୍ରସିଙ୍ଗ ନିକଟରେ (ଓଡି-୧୧-ଏ-କେ-୧୧୬୩) ବାଇକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

ରୋଗୀଙ୍କୁ ମିଳୁନଥିଲା ୧୦୮ ଆମ୍ବୁଲାନ୍ସ ସେବା, ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଆସିଲା…

କଲ୍ୟାଣସିଂହପୁର,୧୧।୨(ଦୀପକ କୁମାର ପରିଡା ):  ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଏକ ଆଦିବାସୀ ବହୁଳ ଅଞ୍ଚଳ ହେଇଥ‌ିବା ବେଳେ ଏଠାରେ ଜରୁରୀକାଳୀନ ସମୟରେ ଲୋକଙ୍କୁ ୧୦୮ ଆମ୍ବୁଲାନ୍ସ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri