‘ପରୀକ୍ଷା ପେ ଚର୍ଚ୍ଚା’ରେ ଓଡ଼ିଶାରୁ ୨୮ ପିଲା

ଭୁବନେଶ୍ୱର,୧୯।୧(ବ୍ୟୁରୋ)-ନୂଆଦିଲ୍ଲୀଠାରେ ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ୨୨୦୦ଜଣ ଛାତ୍ରୀଛାତ୍ର, ଅଭିଭାବକ ଓ ଶିକ୍ଷକ ଅଂଶଗ୍ରହଣ କରିବେ। ଏଥିପାଇଁ ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ୨୮ଜଣ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ଇତିମଧ୍ୟରେ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଶ୍ନପତ୍ରକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଯାଇଛି। କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବା ସହିତ ପରୀକ୍ଷାକୁ ନେଇ କିପରି ଚାପମୁକ୍ତ ହେବେ ସେ ନେଇ ସେ ଛାତ୍ରୀଛାତ୍ରଙ୍କ ସହିତ ସିଧାସଳଖ ଆଲୋଚନା କରିବେ। ସେପଟେ କାର୍ଯ୍ୟକ୍ରମର ବହୁଳ ପ୍ରଚାର ପାଇଁ ରାଜ୍ୟର ସବୁ ସ୍କୁଲ ନୋଟିସ୍‌ ବୋର୍ଡ ଓ ଅଫିସିଆଲ ଓ୍ବେବ୍‌ସାଇଟ୍‌ରେ ସୂଚନା ରଖିବାକୁ କୁହାଯାଇଛି। ଏ ନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ ପକ୍ଷରୁ ଶନିବାର ସମସ୍ତ ଜିଲା ଶିକ୍ଷାଧିକାରୀ ଓ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ଚିଠି ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri