Posted inଜାତୀୟ

‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’: ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କ ମତାମତ ଲୋଡ଼ିଲେ ସରକାର

ନୂଆଦିଲ୍ଲୀ,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମ ଜାନୁୟାରୀ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କଠାରୁ ମତାମତ ଲୋଡ଼ାଯାଇଛି। ଏହି କାର୍ଯ୍ୟକ୍ରମରେ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ରଙ୍କ ମନୋବଳ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ଆବଶ୍ୟକ ପରାମର୍ଶ ଦେବେ ବୋଲି କୁହାଯାଉଛି। ଏହି କାର୍ଯ୍ୟକ୍ରମ ତାଲକୋଟରା ଷ୍ଟାଡ଼ିୟମ୍‌ରେ ଅନୁଷ୍ଠିତ ହେବ। ପୂର୍ବରୁ ଏହା ଜାନୁୟାରୀ ୧୬ରେ ଅନୁଷ୍ଠିତ ହେଉଥିଲା। ତେବେ ଚଳିତ ବର୍ଷ ଏହାକୁ ଜାନୁୟାରୀ ୨୦କୁ ପରିବର୍ତ୍ତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

CJP ଆନ୍ଦୋଳନ ଭିତରେ ୟୁ-ଟର୍ନ ନେଲେ ସୋନମ ୱାଙ୍ଗଚୁକ: କହିଲେ- ମୁଁ ନିଜର ଅନଶନ…

ନୂଆଦିଲ୍ଲୀ, ୨୦।୭: CJPର ବିରୋଧ ପ୍ରଦର୍ଶନ ମଧ୍ୟରେ ସୋନମ ୱାଙ୍ଗଚୁକଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଏଥିରେ ସେ ନିଜର ଅନଶନ ଜାରି ରଖିବେ ବୋଲି…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ସରକାରଙ୍କ ନିଦ ଉଡାଇଲା CJPର ୩ ଦାବି: ମୃତ NEET ପରୀକ୍ଷାର୍ଥୀଙ୍କ ପରିବାରକୁ ମିଳୁ…

ନୂଆଦିଲ୍ଲୀ, ୨୦।୭:‘କକରୋଚ ଜନତା ପାର୍ଟି’ର ପ୍ରଦର୍ଶନ ମଧ୍ୟରେ ସୋମବାର ସିଜେପିର ପ୍ରତିନିଧି ଦଳ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ତିନି…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri