ପର୍ବତାରୋହୀ ଲିପିକା ସେଠଙ୍କୁ ସମ୍ବର୍ଦ୍ଧନା

ଭେଡ଼େନ, ୧୯।୭ (ଡ଼ି.ଏନ.ଏ)-ଭେଡ଼େନ ବ୍ଲକ ଡ଼ାଳବ ଗ୍ରାମର ଯୁବ ପର୍ବତାରୋହିଣୀ ଲିପିକା ସେଠଙ୍କୁ ଭେଡ଼େନ ତହସିଲଦାର ସୀମା ସବିତା କୁଲୁ ଗୁରୁବାର ସମ୍ବର୍ଦ୍ଧିତ କରିଛନ୍ତି । ପଶ୍ଚିମ ଓଡ଼ିଶା ଟ୍ରାଫିକ ସଚେତନତା ସଂସ୍ଥା ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ସଂଯୋଜକ ପଦ୍ମଲୋଚନ ଭୋସାଗର ପରିଚାଳନା କରିଥିଲେ। ପର୍ବତାରୋହିଣୀ ଲିପିକା ଦକ୍ଷିଣ ଆଫ୍ରିକାର ୫୮୫୯ ଫୁଟ ଊଚ୍ଚ କିଲିମାଞ୍ଜାରୋ ଶୃଙ୍ଗ ଆରୋହଣ କରି ଗୌରବ ହାସଲ କରିଛନ୍ତି । ସେ ଆଗାମୀ ଅଗଷ୍ଟ ମାସରେ ୟୁରୋପ ଗସ୍ତ କରି ସେଠାକାର ଶୃଙ୍ଗ ଆରୋହଣ କରିବାର କାର୍ଯ୍ୟକ୍ରମ ରହିଛି । ଭେଡ଼େନ ତହସିଲଦାର କୁଲୁ ପର୍ବତ ଆରୋହଣ ପାଇଁ ଲିପିକାଙ୍କୁ ଉସତ୍ାହିତ କରିବା ସହ ଆଗାମୀ ଦିନରେ ସରକାରୀ ଭାବେ ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

ଚୌଦ୍ଵାର ଜେଲର ବିବାଦୀୟ ଜେଲର ସନ୍ତୋଷିନୀ ଦାଶ ସସ୍‌ପେଣ୍ଡ୍‌

କଟକ,୧୯ା୨: କର୍ତ୍ତବ୍ୟରେ ଅବହେଳା ପାଇଁ ଶେଷରେ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି ବିବାଦୀୟ ଜେଲର ସନ୍ତୋଷିନୀ ଦାଶ। କଣ୍ଟାବାଞ୍ଜି ଉପକାରାଗାରର ଜେଲର-କମ-ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷିନୀ ଦାଶଙ୍କୁ ନିଲମ୍ବନ କରାଯାଇଛି। ଚୌଦ୍ୱାରରୁ…

ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…

ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…

ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ଆଇଡି କାର୍ଡ ବାଧ୍ୟତାମୂଳକ; ନ ହେଲେ ବାନ୍ଧିବ ପୋଲିସ

ଭୁବନେଶ୍ୱର,୧୯।୨: ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କ୍ୟାମ୍ପସର ସୁରକ୍ଷା ଓ ଶୃଙ୍ଖଳା ରକ୍ଷା ପାଇଁ କଠୋର ନିର୍ଦ୍ଦେଶନାମା ଜାରି କରିଛନ୍ତି। ବର୍ତ୍ତମାନଠାରୁ ବିଶ୍ୱବିଦ୍ୟାଳୟ ପରିସରରେ ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri