ପର୍ସରେ ରଖିଲେ କମିବ ଖର୍ଚ୍ଚ

ଟଙ୍କା ରଖିବା ପାଇଁ ସମସ୍ତେ ପର୍ସ ରଖନ୍ତି। ଟଙ୍କା ସହ ସେଥିରେ ଅନେକ ଆବଶ୍ୟକୀୟ ଜିନିଷ ବି ରଖନ୍ତି। ତେବେ ଅନେକେ ଅଭିଯୋଗ କରନ୍ତି ଯେ, ଟଙ୍କା ବହୁତ ଖର୍ଚ୍ଚ ହୋଇଯାଉଛି। ଯଦି ଏମିତି ଆପଣଙ୍କ କ୍ଷେତ୍ରରେ ବି ହେଉଛି ତେବେ ନିମ୍ନୋକ୍ତ ଉପାୟ ଆପଣାନ୍ତୁ, ଯଦ୍ଦ୍ବାରା ଖର୍ଚ୍ଚ କମ୍‌ ହେବା ସହ ଟଙ୍କାର ଅଭାବ ରହିବ ନାହିଁ।

୧. ପର୍ସରେ ଛୋଟ ନଡିଆ ରଖନ୍ତୁ। ଛୋଟ ପର୍ସରେ ଜାଗା ନ ହେଲେ ବଡ ପର୍ସରେ ରଖିପାରିବେ।
୨. ଓସ୍ତପତ୍ରକୁ ନ ମୋଡି ରଖନ୍ତୁ, ଯଦ୍ଦ୍ବାରା ଆପଣଙ୍କର ଅଯଥା ଖର୍ଚ୍ଚ ହେବନାହିଁ କି ଅଭାବ ରହିବ ନାହିଁ।
୩. ପର୍ସରେ ବିଷମ ସଂଖ୍ୟାରେ ଗୋମତି ଚକ୍ର ରଖନ୍ତୁ। ଏହାଦ୍ୱାରା ଟଙ୍କା ପଇସାର ଅଭାବ ରହିବ ନାହିଁ। ଆପଣ ମାନସିକ ରୂପରେ ବି ମଜଭୁତ ରହିବେ। ତାସହ ଭବିଷ୍ୟତରେ ଆପଣଙ୍କ ଆର୍ଥିକସ୍ଥିତି ଭଲ ରହିବ।
୪. ଓଭାଲ ହ୍ବାଇଟ୍‌ ଷ୍ଟୋନ୍‌କୁ ପର୍ସରେ ରଖନ୍ତୁ। ଏହାଦ୍ୱାରା ଆପଣଙ୍କୁ ସବୁବେଳେ ଖୁସି ମିଳିବ। ନିଜ କାମକୁ ନେଇ ସବୁବେଳେ ସକାରାତ୍ମକ ରହିବେ। ଆଉ ଖୁସି ରହିଲେ ସଫଳତା ନିଶ୍ଚୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ସୂର୍ଯ୍ୟ-ବୁଧ-କେତୁଙ୍କ ଅଦ୍ଭୁତ ସଂଯୋଗ: ସୁନା ଭଳି ଚମକିବ ୩ ରାଶିଙ୍କ ଭାଗ୍ୟ, ଯାହା ଚାହିଁବେ ତାହା ହେବ!

ବର୍ତ୍ତମାନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ ଏବଂ ରାଜକୁମାର ବୁଧ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ସଂଯୋଗବଶତଃ କେତୁ ମଧ୍ୟ ଏହି ନକ୍ଷତ୍ରରେ ରହିଥିବାରୁ ଏକ ବିଶେଷ ଗ୍ରହ…

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri