ପଲିଥିନ୍‌ ଜବତ, ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ, ୨୩।୬-ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଶନିବାର ରାତିରେ ଚଢ଼ାଉ କରାଯାଇଛି । ନିଗମ ବସ୍ତି ଉନ୍ନୟନ ଅଧିକାରୀ ଇପ୍‌ସିତା ପ୍ରିୟଦର୍ଶିନୀ ମିଶ୍ର ଓ ସ୍ବାସ୍ଥ୍ୟ ଅଧିକାରୀ ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ଗଠିତ ଏକ ଟିମ୍‌ ରାତିରେ ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳର ବିଭିନ୍ନ ଗାର୍ମେଣ୍ଟ ଦୋକାନ ଓ ହୋଟେଲରେ ଚଢ଼ାଉ କରିଥିଲେ। ରାଧା ହୋଟେଲରେ ଆବର୍ଜନା ସଂଗ୍ରହ ପାଇଁ ଡ଼ଷ୍ଟବିନ ବ୍ୟବହାର କରୁ ନ ଥିବା ଦୃଷ୍ଟିକୁ ଆସିଥିଲା । ରୋଷେଇ କାର୍ଯ୍ୟରେ ଡୋମେଷ୍ଟିକ ସିଲିଣ୍ଡର ବ୍ୟବହାର କରୁଥିବା ଦେଖାଯାଇଥିଲା। ହୋଟେଲର ୪ ଡୋମେଷ୍ଟିକ ସିଲିଣ୍ଡର ଜବତ କରାଯିବା ସହ ୩୦ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି ।
ସେହିପରି ମାତ୍ରାଧିକ ପଲିଥିନ ଗଛିତ ରଖିଥିବା ଯୋଗୁ ମହାନ୍ତି ଡ୍ରେସ୍‌ ଦୋକାନକୁ ବିଏମ୍‌ସି ପକ୍ଷରୁ ସିଲ କରାଯାଇଥିଲା । ଏଥିସହ ବିଭିନ୍ନ ଦୋକାନରୁ ୨୫୦୦୦ ଟଙ୍କା ୟୁଜର୍ସ ଫି ଆଦାୟ କରାଯାଇଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri