Posted inକଟକ

ପଲିଥିନ୍‌ ବଣ୍ଟନରେ ଅନିୟମିତତା : ତହସିଲ ସମ୍ମୁଖରେ ଧାରଣା ଦେଲେ ଗ୍ରାମବାସୀ

ନିଶ୍ଚିନ୍ତକୋଇଲି,୨୦ା୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଶାନ୍ତପୁର ପଞ୍ଚାୟତରେ ଫନି ବାତ୍ୟା କ୍ଷତିଗ୍ରସ୍ତକୁ ପଲିଥିନ୍‌ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ନିଶ୍ଚିନ୍ତକୋଇଲି ତହସିଲ ସମ୍ମୁଖରେ ଧାରଣା ଦେଇଥିଲେ। ସୂଚନାଥାଉ କି, ଗତ ବୁଧବାର ଦୁଇ ରାଜସ୍ବ ନିରୀକ୍ଷକଙ୍କ ଉପସ୍ଥିତିରେ ପଞ୍ଚାୟତ କାର୍ଯ୍ୟାଳୟରେ ପଲିଥିନ ବଣ୍ଟନ କରାଯାଉଥିଲା। କିଛି ବ୍ୟକ୍ତି ପଲିଥିନ ବଣ୍ଟନରେ ଅନିୟମିତତା ହୋଇଥିବା ଅଭଯୋଗ କରି ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇବା ସହ ଟାୟାର ଜାଳି ବିକ୍ଷୋଭ କରିଥିଲେ। ତୁରନ୍ତ ପଲିଥିନ ମିଳିବ ବୋଲି ତହସିଲଦାର ଜିତେନ୍ଦ୍ର ପାତ୍ର ପ୍ରତିଶୃତି ଦେବାରୁ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri