ପଶ୍ଚିମବଙ୍ଗରୁ ଫେରିଥିବା ୨ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୨ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୫,୩୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୭୨୦ ସୁସ୍ଥ ହୋଇଛନ୍ତି। ୧୫୬୨ ଚିକିତ୍ସାଧୀନ ରହିଥିବା ବେଳେ ୧୪ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ସ୍ବାଧୀନ ଏମ୍‌ପି ପ୍ରାର୍ଥୀଙ୍କୁ ଆକ୍ରମଣ

ଭବାନୀପାଟଣା,୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଲୋକସଭା ସ୍ବାଧୀନ ପ୍ରାର୍ଥୀ ନରେଶ ହିଆଲଙ୍କୁ କେତେକ କେତେକ ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନରେଶ...

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା, ୯ରେ ଆସିବେ ଗଡ଼କରୀ

ଭୁବନେଶ୍ୱର, ୭।୫: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଭାଜପାର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓଡ଼ିଶା ଗସ୍ତରେ ଆସି ରାଜନାଥ ସିଂ ଭବାନୀପାଟଣା,...

ଓଡ଼ିଶାରେ ପ୍ରଚାର କରିବେ ଡ୍ରିମ୍‌ଗର୍ଲ

ଭୁବନେଶ୍ୱର,୭।୫: ଭାଜପାର ଷ୍ଟାର ପ୍ରଚାରକ ତାଲିକାରେ ଡ୍ରିମ୍‌ଗର୍ଲ ତଥା ମଥୁରା ଭାଜପା ଏମ୍‌ପି ପ୍ରାର୍ଥୀ ହେମାମାଳିନୀ ସାମିଲ ହୋଇଛନ୍ତି। ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ...

ଭୁବନେଶ୍ୱରରେ ରୋଡ ଶୋ’ କରିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେ’୧୦ତାରିଖରେ ଭୁବନେଶ୍ୱରରେ ବିଶାଳ ରୋଡ ଶୋ’ କରିବେ । ସା ୬ଟାରୁ ଏହି ରୋଡ ଶୋ’ ଆରମ୍ଭ ହେବ ବୋଲି...

ଟ୍ବିନ୍‌ ସିଟିରେ ମେଘୁଆ ପାଗ ସହ ହାଲୁକା ବର୍ଷା, ୬ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର, ୭।୫: ରାଜ୍ୟରେ ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ଆଜି ସକାଳେ ଟ୍ବିନ୍‌ ସିଟିରେ ଆକାଶ ମେଘୁଆ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ...

ଅଧଘଣ୍ଟାରେ ଅଧା ରାଜଧାନୀ ପ୍ରଭାବିତ

ଭୁବନେଶ୍ୱର, ୭।୫ (ବନ୍ଦନା ସେଠୀ):ରାଜଧାନୀ ଭୁବନେଶ୍ୱରରେ ସୋମବାର କାଳବୈଶାଖୀ ତାଣ୍ଡବ ରଚିଛି। ଅଧଘଣ୍ଟାର ଝଡ଼ତୋଫାନ ସହ ବର୍ଷାରେ ଅଧା ରାଜଧାନୀ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ...

ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି

ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା...

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri