Posted inଜାତୀୟ

ପଶ୍ଚିମବଙ୍ଗରେ ଆଂଶିକ ଲକଡାଉନ ଘୋଷଣା

କୋଲକତା,୨।୧:ପଶ୍ଚିମବଙ୍ଗରେ କରୋନା ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି ମମତା ସରକାର ରବିବାର ନୂଆ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ଏହି ପ୍ରତିବନ୍ଧକଗୁଡିକ ଆଂଶିକ ଲକଡାଉନ ରୂପରେ ଦେଖାଯାଉଛି। ଆସନ୍ତାକାଲି ଅର୍ଥାତ୍‌ ସୋମବାର ପଶ୍ଚିମବଙ୍ଗରେ ସମସ୍ତ ସ୍କୁଲ, କଲେଜ, ବିଶ୍ୱବିଦ୍ୟାଳୟ, ସ୍ପା, ସେଲୁନ, ବିୟୁଟି ପାର୍ଲର, ପ୍ରାଣୀ ଉଦ୍ୟାନ ଏବଂ ମନୋରଞ୍ଜନ ପାର୍କ ବନ୍ଦ ରହିବ। ରାଜ୍ୟ ମୁଖ୍ୟ ସଚିବ ଏଚ.କେ ଦ୍ୱିବେଦୀ ସୂଚନା ଦେଇଛନ୍ତି ଯେ ସମସ୍ତ ସରକାରୀ ଏବଂ ବେସରକାରୀ କାର୍ଯ୍ୟାଳୟ ୫୦% କ୍ଷମତାରେ କାର୍ଯ୍ୟ କରିବେ। ସମସ୍ତ ପ୍ରଶାସନିକ ବୈଠକ ଭର୍ଚୁଆଲ ମୋଡ ମାଧ୍ୟମରେ କରାଯିବ। ମୁଖ୍ୟ ସଚିବ କହିଛନ୍ତି ଯେ ସିଏମ ମମତା ବାନାର୍ଜୀ ପୂର୍ବରୁ କିଛି ପ୍ରତିବନ୍ଧକ ଲଗାଯିବ ବୋଲି କହିଥିଲେ। ଆସନ୍ତାକାଲି ଠାରୁ ବ୍ରିଟେନରୁ ବିମାନ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଯାଇଛି। ବିପଦପୂର୍ଣ୍ଣ ଦେଶରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ଆରଟିପିସିଆର୍‌ ଟେଷ୍ଟ କରାଯିବ। ସେହିଭଳି ଅନ୍ୟ ଦେଶରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ଆଣ୍ଟିଜେନ ପରୀକ୍ଷା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri