Posted inଜାତୀୟ

ପଶ୍ଚିମବଙ୍ଗରେ ଥମୁନି ହିଂସା: ପୁଣି ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତଦେହ ମିଳିଲା

କୋଲକାତା, ୧୨।୬: ପଶ୍ଚିମବଙ୍ଗରେ ଥମୁନି ହିଂସା। ବୁଧବାର ମାଳଦାରେ ଦୁଇଦିନ ହେଲା ନିଖୋଜ ଥିବା ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଭାଜପା କାର୍ଯ୍ୟକର୍ତ୍ତାମାନେ ଘଟଣାକୁ ବିରୋଧ ପ୍ରଦର୍ଶନ କରି ରାସ୍ତାକୁ ଓହ୍ଲାଇଛନ୍ତି। ମଙ୍ଗଳବାର ଉତ୍ତର-୨୪ ପ୍ରଙ୍ଗଣ ଜିଲାର କାଙ୍କୀନାରାରେ ବିସ୍ଫୋରଣ ଘଟି ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଥିଲେ। ତେବେ ଏହି ମୃତକମାନେ ଟିଏମସି କର୍ମୀ ବୋଲି ଜଣାପଡ଼ିଛି। ସେହିପରି ରବିବାର ଓ ସୋମବାର ମଧ୍ୟ ଭାଜପା ଓ ଆରଏସଏସର ଦୁଇ କର୍ମୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ପଶ୍ଚିମବଙ୍ଗରେ ଶନିବାର ରାତିଠାରୁ ସୋମବାର ରାତି ପର୍ଯ୍ୟନ୍ତ ୭୨ ଘଣ୍ଟା ମଧ୍ୟରେ ୮ ଜଣ ହତ୍ୟାର ଶିକାର ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୪୮ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୧ା୨ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ…

ଝିଅର ଟିକ୍‌ଟକ୍‌ ନିଶା, ୫୧ ଲକ୍ଷର ବିଲ୍‌ ଗଣିଲେ ଦମ୍ପତି

ଲଣ୍ଡନ,୨୧।୨: ମୋବାଇଲ ଫୋନ୍‌ରେ ଟିକ୍‌ଟକ୍‌ ଦେଖିବାକୁ ୫୧ ଲକ୍ଷ ଟଙ୍କାର ବିଲ୍‌ ଭରିବା କଥା ଶୁଣିଲେ ଯେକେହି ଆଶ୍ଚର୍ଯ୍ୟ ହେବେ। ଏଭଳି କଥା ଆଶ୍ଚର୍ଯ୍ୟ ଲାଗୁ ଥିଲେ…

ସୁପ୍ରିମକୋର୍ଟଙ୍କ ଉପରେ ବର୍ଷିଲେ ଟ୍ରମ୍ପ, କହିଲେ ବ୍ୟାକଅପ୍ ପ୍ଲାନ ପ୍ରସ୍ତୁତ…

ନୂଆଦିଲ୍ଲୀ,୨୧।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ସୁପ୍ରିମକୋର୍ଟଙ୍କ ଶୁଳ୍କ ଉପରେ ନିଷ୍ପତ୍ତିକୁ କଡ଼ା ସମାଲୋଚନା କରିଛନ୍ତି । ଟ୍ରମ୍ପ କହିଛନ୍ତି ଯେ କୋର୍ଟଙ୍କ ନିଷ୍ପତ୍ତି ନିରାଶାଜନକ।…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri