ପଶ୍ଚିମବଙ୍ଗରେ ସିବିଆଇ ଅଧିକାରୀ କରୋନା ପଜିଟିଭ୍‌

କୋଲକାତା,୯।୬: ପଶ୍ଚିମବଙ୍ଗ ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେସନ୍‌(ସିବିଆଇ)ର ଜଣେ ଅଧିକାରୀଙ୍କ କରୋନା ରିପୋର୍ଟ ମଙ୍ଗଳବାର ପଜିଟିଭ୍‌ ଆସିଥିବା ସୂଚନା ମିଳିଛି। ସୁରକ୍ଷା ଦୃଷ୍ଟିରୁ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ହଜାର ଅତିକ୍ରମ କରିଥିବା ବେଳେ ୩ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି।

Share