Posted inଜାତୀୟ

ପଶ୍ଚିମବଙ୍ଗ ଜଳୁଥିବା ବେଳେ ମମତା ବଂଶୀ ଫୁଙ୍କୁଛନ୍ତି: ଭାଜପା ନେତା

କୋଲକାତା,୧୫।୧୨: ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ପଶ୍ଚିମବଙ୍ଗରେ ହୋଇଥିବା ବିରୋଧ ପ୍ରଦର୍ଶନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି। ପଶ୍ଚିମବଙ୍ଗର ଭାଜପା ମହାସଚିବ ତଥା ରାଜ୍ୟ ପ୍ରଭାରୀ ଥିବା କୈଳାଶ ବିଜୟଭର୍ଗିୟ ଏଥର ମମତାଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ରୋମ୍‌ର ଶାସକ ନିରୋଙ୍କ ଭଳି ଏବେ ମମତାଙ୍କ ପରିସ୍ଥିତି। ପଶ୍ଚିମବଙ୍ଗ ଜଳୁଛି ହେଲେ ମମତାଙ୍କୁ କଶ୍ମୀର ଚିନ୍ତା ଘାରୁଛି। କୁହାଯାଏ ଯେତେବେଳେ ରୋମ୍‌ ଜଳୁଥିଲା ସେତେବେଳେ ନିରୋ ନିଜ ବଗିଚାରେ ବସି ବଂଶୀ ଫୁଙ୍କୁଥିଲେ। ମମତାଙ୍କ ସ୍ଥିତି ଠିକ୍‌ ସେମିତି ବୋଲି ବିଜୟଭର୍ଗିୟ କହିଛନ୍ତି। ଏ ସମୟରେ କଶ୍ମୀର ଚିନ୍ତା ଛାଡି ନିଜ ରାଜ୍ୟ କଥା ଚିନ୍ତା କଲେ ଭଲ ହେବ ବୋଲି ସେ ମମତାଙ୍କୁ କହିଛନ୍ତି। ରବିବାର ସକାଳେ ସେ ଟୁଇଟ୍‌ କରି ଏମିତି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri