Posted inଜାତୀୟ

ପଶ୍ଚିମବଙ୍ଗ ନାମ ହେବନି ବାଂଲା: ଦାବିକୁ ମୋଦି ସରକାର କଲେ ଅଗ୍ରାହ୍ୟ

ନୂଆଦିଲ୍ଲୀ,୩।୭: ପଶ୍ଚିମବଙ୍ଗ ନାମକୁ ବାଂଲା କରିବା ପାଇଁ କରାଯାଇଥିବା ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଗ୍ରାହ୍ୟ କରିଛନ୍ତି। ବୁଧବାର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟସଭାରେ ଏସମ୍ପର୍କରେ ସୂଚନା ଦେଇଛନ୍ତି। ରାଜ୍ୟର ନାମ ପରିବର୍ତ୍ତନ ପାଇଁ ସମ୍ବିଧାନ ସଂଶୋଧନର ଆବଶ୍ୟକତା ରହିଥାଏ ବୋଲି ନିତ୍ୟାନନ୍ଦ କହିଛନ୍ତି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାର ବିଧାନସଭାରେ ୨୦୧୮ ଜୁଲାଇ ୨୬ରେ ପାସ୍‌ କରିବା ପରେ ଏହାର ମଞ୍ଜୁରୀ ପାଇଁ କେନ୍ଦ୍ର ସରକାରଙ୍କ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଥିଲେ। ରାଜ୍ୟର ନାମ ପରିବର୍ତ୍ତନ ପ୍ରକିୟା ୨୦୧୬ରେ ଆରମ୍ଭ ହୋଇଥିଲା ବୋଲି ପଶ୍ଚିମବଙ୍ଗ ସହରୀ ବିକାଶ ମନ୍ତ୍ରୀ ଫିର୍‌ହାଦ୍‌ ହକିମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri