ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ: ୩ ଦିନିଆ ବନ୍ଦ ପାଳନ ଆରମ୍ଭ

ସମ୍ବଲପୁର,୨୮।୧୧(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ଜାରି ରହିଥିବାବେଳେ ଗୁରୁବାର ଠାରୁ ୩ ଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ଓ କାର୍ଯ୍ୟାଳୟ, ସେହିପରି ବେସରକାରୀ ଅନୁଷ୍ଠାନ, ବ୍ୟାଙ୍କ ଆଦି ବନ୍ଦ ରହିଛି। କଚେରୀ ଛକରେ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନ ଚାଲିଛି। କମିଟିର ସଦସ୍ୟମାନେ ବିଚାରପତିମାନଙ୍କୁ କୋର୍ଟ ପରିସରକୁ ନ ଯିବାକୁ ଅନୁରୋଧ ଫେରାଇ ଦେଇଥିଲେ। ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri