ପସନ୍ଦ ଆସୁଛି ‘ପତି ପତ୍ନୀ ଔର ଓ୍ବ’, ସୁପରହିଟ୍‌ ହେବ ବୋଲି ପ୍ରଶଂସକଙ୍କ ମତ

ବମ୍ବେ: ପରଦାରେ ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’। କାର୍ତ୍ତିକ ଆର୍ୟନ, ଭୂମି ପେଡନେକର, ଅନନ୍ୟା ପାଣ୍ଡେ ଅଭିନୀତ ଏହି ଫିଲ୍ମ ଦର୍ଶକଙ୍କ ମନକୁ ଜିଣୁଛି। ବର୍ଷ ଶେଷ ବେଳକୁ କାର୍ତ୍ତିକ ଏକ ସୁପରହିଟ୍‌ ଦେଇଛନ୍ତି ବୋଲି ଅନେକେ ମତ ରଖୁଛନ୍ତି।

ମୁଦତ୍ସର ଅଜିଜ୍‌ଙ୍କ ନିର୍ଦ୍ଦେଶନାରେ ନିର୍ମିତ ହୋଇଛି ଏହି ଫିଲ୍ମ। ୧୯୭୮ରେ ସମାନ ଟାଇଟଲ ଥିବା ଫିଲ୍ମ ରିଲିଜ ହୋଇଥିଲା। ଯେଉଁଥିରେ ସଞ୍ଜୀବ କୁମାର, ବିଦ୍ୟା ସିନ୍ହା, ରଞ୍ଜିତା କୌର ପ୍ରମୁଖ ମୁଖ୍ୟ ଭୂମିକାରେ ନଜର ଆସିଥିଲେ। କାର୍ତ୍ତିକଙ୍କ ଫିଲ୍ମ ଏହାର ରିମେକ୍‌। ଫିଲ୍ମର ଟ୍ରେଲର୍‌ ଏତେଟା ପସନ୍ଦ ଆସି ନ ଥିଲେ ହେଁ ପରଦାରେ ଦେଖିବା ପରେ ଅନେକ ନିଜର ଧାରଣା ପରିବର୍ତ୍ତନ କରିଛନ୍ତି। ବିଶେଷକରି କାର୍ତ୍ତିକ ଏବଂ ଭୂମିଙ୍କ ଅଭିନୟ ସମସ୍ତଙ୍କୁ ପ୍ରଭାବିତ କରୁଛି। ମୋଟାମୋଟି କହିବାକୁ ଗଲେ ଫିଲ୍ମଟି କମେଡି ଏବଂ ରୋମାନ୍ସରେ ଭରପୂର ବୋଲି କହିପାରିବେ। ଏଣୁ ଆଗାମୀ ଦିନରେ ଭଲ ବ୍ୟବସାୟ ସହ ଫିଲ୍ମଟି ସୁପରହିଟ୍‌ ହେବ ବୋଲି ପ୍ରଶଂସକମାନେ ମତ ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri