ପସନ୍ଦ ଆସୁଛି ‘ସତ୍ୟ ପ୍ରେମ୍‌ କି କଥା’ର ଟିଜର

ମୁମ୍ବାଇ: ବଲିଉଡ୍‌ ଚକୋଲେଟ୍‌ ହିରୋ କାର୍ତ୍ତିକ ଆର୍ଯ୍ୟନଙ୍କ ଅଭିନୀତ ଫିଲ୍ମ ‘ସତ୍ୟ ପ୍ରେମ୍‌ କି କଥା’ର ଟିଜରକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ଏହି ଫିଲ୍ମ ଜରିଆରେ ପୁଣଥରେ କାର୍ତ୍ତିକ ଓ କିଆରା ଆଡଭାନି ଅନ୍‌ସ୍କ୍ରିନ୍‌ ରୋମାନ୍ସ କରିବେ। ଦୁଇଜଣଙ୍କ ଯୋଡ଼ିକୁ ସିନେପ୍ରେମୀଙ୍କ ଖୁବ୍‌ ଭଲପାଇବା ମିଳିଥିବାବେଳେ ଏବେ ପୁଣିଥରେ ସେମାନଙ୍କୁ ଏକାଠି ପରଦାରେ ଦେଖିବା ପାଇଁ ଦର୍ଶକଙ୍କ ଉତ୍କଣ୍ଠା ବଢ଼ିଯାଇଛି। ଗୁରୁବାର ଫିଲ୍ମର ଟିଜର ରିଲିଜ୍‌ ହୋଇଛି। ଲୋକେ ଏହାକୁ ଖୁବ୍‌ ପସନ୍ଦ କରୁଥିବା ଦେଖାଯାଇଛି। ଜୁନ୍‌ ୨୯ରେ ଫିଲ୍ମଟି ପ୍ରେକ୍ଷାଳୟକୁ ଆସିବ। ‘ସତ୍ୟ ପ୍ରେମ୍‌ କି କଥା’ର ନିର୍ଦ୍ଦେଶନା ଦେଇଛନ୍ତି ସମୀର ବିଦ୍ୱାନ୍ସ। ପୂର୍ବରୁ ଚଳଚ୍ଚିତ୍ର ‘ଭୁଲ୍‌ ଭୁଲେୟା୨’ରେ ଦର୍ଶକେ କାର୍ତ୍ତିକ ଓ କିଆରାଙ୍କ ଯୋଡ଼ିକୁ ବଡ଼ ପରଦାରେ ଦେଖିବାକୁ ପାଇଥିଲେ। ସେମାନଙ୍କ ଲଭ୍‌ କେମିଷ୍ଟ୍ରି ଅନେକଙ୍କ ମନ ଛୁଇଁଥିବାବେଳେ ଫିଲ୍ମଟି ସୁପରହିଟ୍‌ ହୋଇଥିଲା। ଖାଲି ସେତିକି ନୁହେଁ ବକ୍ସ ଅଫିସରେ ଭୁଲ ଭୁଲେୟା ୨ ଭଲ ବ୍ୟବସାୟ ମଧ୍ୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri