ପସନ୍ଦ ଆସୁନାହିଁ ‘ପାଗଲପନ୍ତି’: ଦର୍ଶକ କହିଲେ ‘ଏହା ଜନ୍‌ଙ୍କ କ୍ୟାରିଅରର ସବୁଠାରୁ ଖରାପ ଫିଲ୍ମ’

ବମ୍ବେ: ପରଦାରେ ଚଳଚ୍ଚିତ୍ର ‘ପାଗଲପନ୍ତି’। ଶୁକ୍ରବାର ରିଲିଜ ହେବାର କେଇ ଘଣ୍ଟା ନ ବିତୁଣୁ ଏହାର ରିଭ୍ୟୁ ଦେବା ଆରମ୍ଭ କଲେଣି ପ୍ରଶଂସକ। ତେବେ ଫିଲ୍ମକୁ ନେଇ ମିଶ୍ରିତ ପ୍ରତିକ୍ରିୟା ମିଳୁଛି। ନାମ ଯେଉଁଭଳି ଫିଲ୍ମଟି ସେଭଳି ହୋଇଥାଇପାରେ ବୋଲି ଆଶା କରୁଥିବା କିଛି ଦର୍ଶକଙ୍କୁ ଏତେଟା ପସନ୍ଦ ଆସିନାହିଁ ଫିଲ୍ମ। ଫିଲ୍ମକୁ ପରଦାରେ ଦେଖିବା ପରେ କେବଳ ଅଭିନେତା ଜନ୍‌ ଆବ୍ରାହମଙ୍କ ପ୍ରଶଂସା କରାଯାଉଛି। ଅନ୍ୟ ଅଭିନେତା ଅନିଲ କପୁର, ଅରଶଦ ଓ୍ବାରସି, ପୁଲକିତ ସମ୍ରାଟ ଏବଂ ସୌରଭ ଶୁକ୍ଲା ଦର୍ଶକଙ୍କୁ ହସାଇବାକୁ ଚେଷ୍ଟା କରି ସଫଳ ହୋଇଥିଲେ ହେଁ ଫିଲ୍ମର କାହାଣୀ ବେକାର ଲାଗୁଛି ବୋଲି ଅନେକେ ମତ ରଖୁଛନ୍ତି। ସେହିଭଳି ନାୟିକା କୃତି ଖରବନ୍ଦା, ଉର୍ବଶୀ ରୌତେଲା, ଇଲିଆନା ଡିକ୍ରୁଜଙ୍କୁ ଗ୍ଲାମର ଗର୍ଲ ଭାବେ ଅବିହିତ କରାଯାଉଛି। ଏପରିକି ଟୁଇଟର ପୃଷ୍ଠାରେ ଫିଲ୍ମକୁ ଏବେଠାରୁ ଲୋକମାନେ ଫ୍ଲପ୍‌ କହିବା ଆରମ୍ଭ କଲେଣି। ଜନ୍‌ଙ୍କ କ୍ୟାରିୟରର ଏହା ସବୁଠାରୁ ଖରାପ ଫିଲ୍ମ ବୋଲି ପ୍ରଶଂସକ କହୁଛନ୍ତି। ସେହିଭଳି କେତେକ ଦର୍ଶକ ଏହାକୁ ପସନ୍ଦ ମଧ୍ୟ କରୁଛନ୍ତି। ଫିଲ୍ମର କାହାଣୀ ଏବଂ କଳାକାରଙ୍କ ଅଭିନୟ ପୂରା ପରିବାରକୁ ହସର ଡୋଜ୍‌ ଦେଉଛି ବୋଲି କେହି କେହି କହୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri