Posted inଖେଳ

ପସନ୍ଦ ବ୍ୟାଟ୍ସମ୍ୟାନଙ୍କ ନାମ କହିଲେ ୱିଲିୟମସନ

ଓ୍ବେଲିଂଟନ, ୨୮ା୪: ‘କ୍ରିକେଟିଂ ବ୍ରେନ୍‌’ ପାଇଁ ବିଶ୍ୱ କ୍ରିକେଟରେ ପରିଚିତ ଲାଭ କରିଥିବା ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ୱିଲିୟମସନ ନିଜେ ଜଣେ ମ୍ୟାଚ ବିଜେତା। ସେ କ୍ରିଜ୍‌ରେ ଥିବା ପର୍ଯ୍ୟନ୍ତ ଦଳର ବିଜୟ ଆଶା ବଳବତ୍ତର ରହିଥାଏ। ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଦୀର୍ଘଦିନଧରିି ଖେଳି ଆସିଥିବା କେନ୍‌ ନିକଟରେ ନିଜ ଟିମ୍‌ମେଟ୍‌ ଡେଭିଡ୍‌ ୱାର୍ନରଙ୍କ ସହ ଇନ୍‌ଷ୍ଟାଗ୍ରାମ ଲାଇଭ୍‌ ସେସନରେ ଏକ ପ୍ରଶ୍ନର ଉତ୍ତରରେ ନିଜ ମନ ପସନ୍ଦର ବ୍ୟାଟ୍ସମ୍ୟାନଙ୍କ ନାମ ପ୍ରକାଶ କରିଛନ୍ତି। ବିଶ୍ୱ କ୍ରିିକେଟରେ ବର୍ତ୍ତମାନର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ କିଏ ବୋଲି ପ୍ରଶ୍ନ କରିଥିଲେ ୱାର୍ନର। ଜବାବରେ ୱିଲିୟମସନ କହିଥିଲେ ଯେ, କୌଣସି ଜଣଙ୍କ ନାମ ନେବା କଷ୍ଟକର। ତେବେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଦକ୍ଷିଣ ଆଫ୍ରିକା ଗ୍ରେଟ୍‌ ଏବି ଡି’ଭିଲର୍ସ ମୋ ମତରେ ଶ୍ରେଷ୍ଠ। ଡି’ଭିଲର୍ସ ଏବେ କେବଳ ଫ୍ରାଞ୍ଚାଇଜ୍‌ କ୍ରିକେଟ ଖେଳୁଥିଲେ ହେଁ ସେ ଜଣେ ସାମର୍ଥ୍ୟବାନ ଖେଳାଳି। ଆମ ସମୟରେ ଅନେକ କ୍ବାଲିଟି ଖେଳାଳି ରହିଥିବାବେଳେ ଡି’ଭିଲର୍ସ ସ୍ବତନ୍ତ୍ର। ଜଣେ ଭଲ ଖେଳାଳି ସହିତ ଭଲ ମଣିଷ ମଧ୍ୟ। କୋହଲି ସମସ୍ତ ଫର୍ମାଟରେ ସଫଳତା ପାଇଁ ଭୋକିଲା ଥାଆନ୍ତି। ତାଙ୍କ ଖେଳ ଦେଖିବାକୁ ଏବଂ ସେଥିରୁ କିଛି ଶିଖିବାକୁ ଇଚ୍ଛାହୁଏ। ପ୍ରଦର୍ଶନ ଦ୍ୱାରା ସେ ଭାରତୀୟ ଦଳକୁ ଏକ ଭିନ୍ନ ସୋପାନରେ ପହଞ୍ଚାଇ ଦେଇଛନ୍ତି ବୋଲି ୱିଲିୟମସନ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri