Posted inଜାତୀୟ

ପହଲ୍‌ଗାମ୍‌ରୁ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳଙ୍କ ଯାତ୍ରା ଆରମ୍ଭ

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ୧୨୫୦ ତୀର୍ଥଯାତ୍ରୀ ବେସ୍‌ କ୍ୟାମ୍ପ୍‌ରୁ ଯାତ୍ରା ଆରମ୍ଭ କରିଥିବା କୁହାଯାଉଛି। ଅନନ୍ତନାଗ ଜିଲା ବିକାଶ ଆୟୁକ୍ତ ଖାଲିଦ୍‌ ଜାହାଙ୍ଗୀର୍‌ ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଛନ୍ତି। ଏହି ୪୫ ଦିନିଆ ଯାତ୍ରା ଅଗଷ୍ଟ ୧୫ ଶ୍ରାବଣ ପୂର୍ଣ୍ଣିମାରେ ଶେଷ ହେବ। ପ୍ରଥମ ତୀର୍ଥଯାତ୍ରୀ ଦଳରେ ୧,୮୩୯ ପୁରୁଷ, ୩,୩୩ ମହିଳା, ୪୫ ସାଧୁ ଏବଂ ୧୭ ଜଣ ଛୋଟ ପିଲା ଅଛନ୍ତି। ଏନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୂଚନାଯୋଗ୍ୟ, ସମୁଦ୍ର ପତ୍ତନଠାରୁ ୩,୮୮୮ ମିଟର ଉଚ୍ଚରେ ପ୍ରଭୁ ଅମରନାଥଙ୍କ ବିଶାଳକାୟ ବରଫ ଶିବଲିଙ୍ଗ ଦର୍ଶନ ପାଇଁ ପ୍ରତିବର୍ଷ ଏହି ଯାତ୍ରାର ଆୟୋଜନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri