ପାଇକାରୀ ମୁଦ୍ରାସ୍ଫୀତି ୩.୨୧% ହ୍ରାସ

ନୂଆଦିଲ୍ଲୀ,୧୬।୬:ଦେଶର ପାଇକାରୀ ମୁଦ୍ରାସ୍ଫୀତି ମେ ମାସରେ ଅବସ୍ଫୀତି ଦେଖାଯାଇଛି। ଏହି ସମୟରେ ପାଇକାରୀ ମୁଦ୍ରାସ୍ଫୀତି ୩.୨୧% ଖସିଯାଇଛି। ଶକ୍ତି ଏବଂ ଇନ୍ଧନ ଦରରେ ପରିବର୍ତ୍ତନ ହେବା ଯୋଗୁ ଏଭଳି ସ୍ଥିତି ଉପୁଜିଛି। ଏହି ସମୟରେ ଖାଦ୍ୟ ସାମଗ୍ରୀ ଦରରେ ବୃଦ୍ଧି ଦେଖାଯାଇଛି। ଗତ ବର୍ଷ ମେ ମାସରେ ପାଇକାରୀ ମୁଦ୍ରାସ୍ଫୀତି ସୂଚୀ(ଡବ୍ଲ୍ୟୁପିଆଇ) ୨.୭୯% ସ୍ତରରେ ରହିଥିବା ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ମେ ମାସରେ ଖାଦ୍ୟ ସାମଗ୍ରୀ ଦର ଉପରେ ମୁଦ୍ରାସ୍ଫୀତି ୧.୧୩% ରହିଛି। ଏହା ଏପ୍ରିଲ ମାସରେ ୨.୫୫% ରହିଥିଲା। ଇନ୍ଧନ ଏବଂ ଶକ୍ତି କ୍ଷେତରେ ଅବସ୍ଫୀତି ୧୯.୮୩% ରହିଛି। ଏହା ପୂର୍ବ ମାସରେ ୧୦.୧୨% ରହିଛି। ମାନୁଫାକଚର ପ୍ରଡକ୍ଟ ଉପରେ ଅବସ୍ଫୀତି ୦.୪୨% ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri