ପାଇପରେ ୫୦ ଫୁଟର ବର ଚେର କଢାଗଲା : ୬ ମାସ ବନ୍ଦ ପରେ ଜଳଯୋଗାଣ ହେଲା ସ୍ବାଭାବିକ

ଖୋର୍ଦ୍ଧା ଅଫିସ, ୨୪।୮: ଜଟଣୀ ବ୍ଲକ ପଳାସପୁରର ପାନୀୟଜଳ ପ୍ରକଳ୍ପର ପ୍ଲାଷ୍ଟିକ ପାଇପକୁ ବରଚେର ଫଟାଇ ବଢୁଥିବାରୁ ପ୍ରାୟ ୬ ମାସ ହେଲା ସ୍ଥାନୀୟ ଅଞ୍ଚଳରେ ପାନୀୟ ଜଳ ଯୋଗାଣ ବନ୍ଦ ରହିଥିଲା। ତେବେ କୁମ୍ଭାରସାହି ନିକଟରେ ପାଣି ଲିକ୍‌ ହେବାରୁ ସମ୍ପୃକ୍ତ ସ୍ଥାନ ଖୋଳା ଯାଇଥିଲା। ତେବେ ପାଇପ କାଟି ଭିତରୁ ୫୦ ଫୁଟର ବରଚେରକୁ କାଢ଼ି ନୂଆ ପାଇପ ପକାଇବା ପରେ ପାନୀୟ ଜଳଯୋଗାଣ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri