Posted inଜାତୀୟ

ପାଓ୍ବାରଙ୍କୁ ଭେଟିଲେ କଂଗ୍ରେସ ନେତା

ମୁମ୍ବାଇ,୯ା୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଥିବାବେଳେ ବରିଷ୍ଠ କଂଗ୍ରେସ ନେତାମାନେ ଶୁକ୍ରବାର ରାତିରେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ମିଳିଥିବା ସୂଚନାନୁସାରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଦେ, ଅଶୋକ ଚଭନ, ପୃଥ୍ବୀରାଜ ଚଭନ ଓ ବାଲାସାହେବ ଥୋରଟ୍‌ ପାଓ୍ବାଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରି ବିକଳ୍ପ ସମ୍ପର୍କରେ ଆଲୋଚନା କରିଛନ୍ତି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ସିନ୍ଦେ କହିଛନ୍ତି, ଭାଜପାକୁ କ୍ଷମତାରୁ ଦୂରେଇ ରଖିବା ପାଇଁ କଂଗ୍ରେସ ଚାହୁଁଛି। ତେଣୁ ବୈଠକରେ ଏନେଇ ରଣନୀତି ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ହୋଇଛି। ଅଶୋକ କହିଛନ୍ତି, ରାଜ୍ୟରେ ଏକ ଅଣଭାଜପା ସରକାର ଗଠନ ପାଇଁ ଆମେ ଚାହୁଁଛୁ। ରାଜ୍ୟପାଳଙ୍କ ପରବର୍ତ୍ତୀ ପଦକ୍ଷେପକୁ ଅପେକ୍ଷା କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri