ପାଓ୍ବାର୍‌ଟିଲର୍‌ ଦୁର୍ଘଟଣାରେ ଚାଷୀ ଗୁରୁତର

ଆନନ୍ଦପୁର/ହାଟଡିହୀ,୨୦।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବନାରାୟଣପୁରଠାରେ ପାଓ୍ବାର୍‌ଟିଲର୍‌ ଦୁର୍ଘଟଣାଗ୍ରସ୍ତ ହୋଇ ବିଜୟ ଘଡ଼େଇ ନାମକ ଜଣେ ଚାଷୀ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ବିଜୟଙ୍କୁ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ବିଜୟ ଏକ ପାଓ୍ବାର୍‌ଟିଲର୍‌ ସାହାଯ୍ୟରେ ବିଲରେ ହଳ ବୁଲାଉଥିଲେ। ଗୋଟିଏ ବିଲରେ ହଳ ସାରି ଅନ୍ୟ ଏକ ବିଲକୁ ହଳ କରିବାକୁ ଯାଉଥିବା ସମୟରେ ତାଙ୍କ ବାମ ଗୋଡଟି ପାଓ୍ବାର୍‌ଟିଲର୍‌ ଚକରେ ଲାଗିଯାଇଥିଲା। ଫଳରେ ସେ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?