Posted inଜାତୀୟ

ପାକିସ୍ତାନକୁ ଆକାଶ ପଥ ମାଗିଲା ଭାରତ

ନୂଆଦିଲ୍ଲୀ,୧୮।୯: ଭାରତ ପାଇଁ ପାକିସ୍ତାନ ତା’ର ଆକାଶ ପଥ ବନ୍ଦ କରି ଦେଇଥିବା ବେଳେ ଏବେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ ଭାରତ ପାକିସ୍ତାନକୁ ତା’ର ଆକାଶ ପଥ ମାଗିଥିବା ଜଣାପଡିଛି। ତେବେ ମୋଦିଙ୍କ ନ୍ୟୁୟର୍କ ଗସ୍ତ ପାଇଁ ଭାରତ ଔପଚାରିକାତା ଦୃଷ୍ଟିରୁ ଆକାଶ ପଥ ମାଗିଥିବା ସୂଚନା ମିଳିଛି। ଏହା ଉପରେ ପାକିସ୍ତାନ ଚିନ୍ତା କରୁଥିବା କହିଛି ପାକିସ୍ତାନ ମିଡିଆ। ଯଦି ପାକିସ୍ତାନ ଏଥିରେ ରାଜି ନ ହୁଏ ତେବେ International Civil Aviation Organisation charter ର ନିୟମ ଅନୁଯାୟୀ ପାକିସ୍ତାନକୁ ମୋଟା ଅଙ୍କର ଜରିମାନା ଦେବାକୁ ପଡିପାରେ। ସୂଚନାଯୋଗ୍ୟ, କିଛିଦିନ ପୂର୍ବେ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଗସ୍ତ ସମୟରେ ପାକିସ୍ତାନ ତା’ର ଆକାଶ ପଥକୁ ବ୍ୟବହାର କରିବାକୁ ଦେବ ନାହିଁ ବୋଲି କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ୟୁନିଭର୍ସିଟି ପ୍ରଫେସରଙ୍କୁ ହତ୍ୟା, ବାହାର ପଟୁ ତାଲା ଦେଇ….

ନୂଆଦିଲ୍ଲୀ,୫।୬:  ଦିଲ୍ଲୀ ୟୁନିଭର୍ସିଟିର ଜଣେ ପ୍ରଫେସରଙ୍କୁ ସେ ରହୁଥିବା ଏକ ଫ୍ଳାଟ୍‌ରେ ହତ୍ୟା କରାଯାଇଛି । ଦିଲ୍ଲୀ ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା…

ବିଶ୍ବରେ ଚହଳ! ପୁଟିନ ମୋଦିଙ୍କ ପ୍ରଶଂସା କରିବା ପରେ ଟ୍ରମ୍ପ କହିଦେଲେ ଏତେ ବଡ଼ କଥା, ଫାଇଦା ଉଠାଇଛି….

ଓ୍ବାଶିଂଟନ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏବଂ…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri