ପାକିସ୍ତାନକୁ ଆମେରିକାର ତାଗିଦ: ହାଫିଜ, ଆଝାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅ

ନ୍ୟୁୟର୍କ,୨୮।୯(ପି.ଟି.): ଭାରତ ସହ ଲାଗି ରହିଥିବା ଉତ୍ତେଜନା ହ୍ରାସ କରିବାକୁ ହେଲେ ହାଫିଜ ସୟିଦ, ମାସୁଦ ଆଝାରଙ୍କ ଭଳି ଆତଙ୍କବାଦୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ଆମେରିକା ପାକିସ୍ତାନକୁ କହିଛି। ଦୁଇଦେଶ ମଧ୍ୟରେ ଉତ୍ତେଜନା ହ୍ରାସ ଇସ୍‌ଲାମାବାଦର ସୀମାପାର ଅନୁପ୍ରବେଶ ନିରୋଧୀ କାର୍ଯ୍ୟାନୁଷ୍ଠାନ ଉପରେ ନିର୍ଭର କରୁଛି ବୋଲି ଆମେରିକା ପରରାଷ୍ଟ୍ର ବିଭାଗ ସହକାରୀ ସଚିବ ଆଲିସ୍‌ ଓ୍ବେଲ୍ସ କହିଛନ୍ତି। ଉଭୟ ପକ୍ଷ ଚାହିଁଲେ ମଧ୍ୟସ୍ଥତା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରସ୍ତାବ ଦେଇଥିଲେ। ତେବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟସ୍ଥତା ଚାହୁଁ ନ ଥିବା ସ୍ପଷ୍ଟ କରିଦେଇଛନ୍ତି। ତେଣୁ ଆଲୋଚନା ମାଧ୍ୟମରେ ସ୍ଥିତିରେ ସୁଧାର ଆଣିବାକୁ ହେଲେ ଇସ୍‌ଲାମାବାଦକୁ ଆତଙ୍କବାଦ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ହେବ ବୋଲି ଓ୍ବେଲ୍ସ କହିଛନ୍ତି।
ମୁସଲମାନ ସମ୍ପ୍ରଦାୟ ବିପଜ୍ଜନକ ସ୍ଥିତିରେ ଥିବାବେଳେ ସେଥିପାଇଁ ଚିନ୍ତା ନ କରି କେବଳ କଶ୍ମୀରୀ ମୁସଲମାନଙ୍କ ମାନବାଧିକାର ଉଲ୍ଲଂଘନକୁ ନେଇ ବିବ୍ରତ କାହିଁକି। ଜିନ୍‌ଜିଆଙ୍ଗ ପ୍ରଦେଶରେ ୧୦ ଲକ୍ଷ ଉଇଘୁର ଓ ଅନ୍ୟ ତୁର୍କୀ ଭାଷାଭାଷୀ ମୁସଲମାନଙ୍କୁ ଅଟକ ରଖିଥିବାବେଳେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ସେମାନଙ୍କ ସମ୍ପର୍କରେ କିଛି ନ କହିବା ଘଟଣାକୁ ଓ୍ବେଲ୍ସ ନିନ୍ଦା କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ, କାଲିମେଳାରୁ ମହାରାଷ୍ଟ୍ରର ଯାଉଥିବା ବେଳେ ମାଡ଼ି ବସିଲା ପୋଲିସ

କାଲିମେଳା,୧୩।୮: ରୋଗୀ ବୁହା ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ଖବର ସାମ୍ନାକୁ ଆସିଛି। କାଲିମେଳା ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଗଞ୍ଜେଇ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri