Posted inଜାତୀୟ

ପାକିସ୍ତାନକୁ ମୋଦିଙ୍କ ଚେତାବନୀ: ଆତଙ୍କବାଦୀ ଶରଣକାରୀଙ୍କୁ ବରଦାସ୍ତ କରାଯିବ ନାହିଁ

ମଥୁରା,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଥୁରାରେ ଆୟୋଜିତ ପ୍ଲାଷ୍ଟିକ୍‌ ମୁକ୍ତ ଭାରତ ମିଶନ କାର୍ଯ୍ୟକ୍ରମରେ ବୁଧବାର ଯୋଗଦେଇ ପାକିସ୍ତାନକୁ ଚେତାବନୀ ଦେଇଛନ୍ତି। ଆତଙ୍କବାଦୀ ଶରଣକାରୀଙ୍କୁ ବରଦାସ୍ତ କରାଯିବ ନାହିଁ ବୋଲି ମୋଦି କହିଛନ୍ତି। ମୋଦି ପାକିସ୍ତାନର ନାମ ନ ନେଇ ଏଭଳି କହିଛନ୍ତି। ଏବେ ଆତଙ୍କବାଦ ଏକ ବିଚାରଧାରା ହୋଇଯାଇଛି। ଏହା ପୃଥିବୀ ଏକ ବିରାଟ ସମସ୍ୟା। ଏହାର ମୂଳ ଭାରତର ପଡ଼ୋଶୀ ଦେଶରେ ରହିଛି। ସେଠାରୁ ଏହା ଅନ୍ୟ ଅଞ୍ଚଳକୁ ବିସ୍ତାର ହେଉଛି। ତେବେ ଏଭଳି ଶରଣକାରୀଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯିବାର ଆବଶ୍ୟକତା ଥିବା ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri