ପାକିସ୍ତାନରେ ଚର୍ଚ୍ଚାରେ ରହିଲେ ଅଭିନନ୍ଦନ-ସାରା

ନୂଆଦିଲ୍ଲୀ,୧୨।୧୨: ପାକିସ୍ତାନ ବିମାନକୁ ଧ୍ୱଂସ କରିଥିବା ତଥା ବାଲାକୋଟ ଏୟାର ଷ୍ଟ୍ରାଇକର ହିରୋ ବନିଥିବା ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଓ ଅଭିନେତ୍ରୀ ସାରା ଅଲି ଖାଁ ୨୦୧୯ରେ ପାକିସ୍ତାନରେ ଛାଇ ଯାଇଛନ୍ତି। ଏମାନେ ପାକିସ୍ତାନରେ ସର୍ଚ୍ଚ ଇଞ୍ଜିନ ଗୁଗୁଲ ସର୍ଚ୍ଚରେ ସାମିଲ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଶୀର୍ଷରେ ଥିବା ଜଣାପଡିଛି। ସାରା ଅଲି ଖାଁ ବଲିଉଡ୍‌ରେ ପ୍ରଥମେ ମୁଭି ‘କେଦାରନାଥ’ରେ ତାଙ୍କର କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ତାଙ୍କୁ ଗୋଟିଏ ପରେ ଗୋଟିଏ ଅଫର ମିଳି ଚାଲିଛି। ସେହିପରି ଗତ ଫେବୃୟାରୀରେ ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା କ୍ଷେତ୍ରରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେତେବେଳେ ସେ ବାଲାକୋଟ ଏୟାର ଷ୍ଟ୍ରାଇକରେ ପାକିସ୍ତାନ ବିମାନ ଧ୍ୱଂସ କରିବା ସହ ପାକିସ୍ତାନ ସୀମାକୁ ଚାଲି ଯାଇଥିବାରୁ ପାକ୍‌ ସେନା ତାଙ୍କୁ ବନ୍ଦୀକରି ରଖିଥିଲେ। ବହୁ ବାଦ ବିବାଦ ପରେ ପାକ୍‌ ସେନା ତାଙ୍କୁ ମୁକୁଳାଇଥିଲେ। ଏହାପରେ ତାଙ୍କୁ କିଛିଦିନ ବିରତି ଦିଆଯିବା ପରେ ଏବେ ପୁଣିଥରେ ତାଙ୍କୁ ବାୟୁସେନା ବିମାନ ଉଡାଇବାକୁ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି,…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚତ୍,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri