Posted inଫୁରସତ

ପାକିସ୍ତାନରେ ଥିବା ହିଙ୍ଗଲାଜ ମନ୍ଦିରରେ ପୂଜା କରନ୍ତି ମୁସଲମାନ୍‌ ଶ୍ରଦ୍ଧାଳୁ

ବଲୁଚିସ୍ତାନ,୨୭।୨: ପୃଥିବୀର ବିଭିନ୍ନ ସ୍ଥାନରେ ସମ୍ପ୍ରଦାୟ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ରହିଥିବାବେଳେ ପାକିସ୍ତାନରେ ଥିବା ମାତା ହିଙ୍ଗଲାଜଙ୍କ ମନ୍ଦିର ଏକ ନିଆରା ଉଦାହରଣ ସୃଷ୍ଟି କରିବାକୁ ସକ୍ଷମ ହୋଇଛି। ଏଠାରେ ମାତାଙ୍କ ମନ୍ଦିରରେ ମୁସଲମାନ୍‌ ଶ୍ରଦ୍ଧାଳୁ ପୂଜା କରିବାକୁ ଆସିଥାନ୍ତି। ବାଲୁଚିସ୍ତାନରର ହିଙ୍ଗୁଳା ନଦୀ କୂଳରେ ମାତାଙ୍କ ମନ୍ଦିର ରହିଛି। ୫୧ ଶକ୍ତିପୀଠ ମଧ୍ୟରୁ ଏହି ମନ୍ଦିର ଗୋଟିଏ ବୋଲି ଶ୍ରଦ୍ଧାଳୁ କହିଥାନ୍ତି। ମନ୍ଦିରଟି ୧୬୦ ବର୍ଷ ପୁରୁଣା ବୋଲି ଐତିହାସକ ମତ ଦିଅନ୍ତି। ଦେଶ ବିଭାଜନ ସମୟରେ ମନ୍ଦିରକୁ ଶରଣାର୍ଥୀ ଶିବିର ଭାବେ ବ୍ୟବହାର କରାଯାଇଥିଲା ବୋଲି ଲୋକେ କୁହନ୍ତି। ପ୍ରତିବର୍ଷ ହଜାର ହଜାର ଶ୍ରଦ୍ଧାଳୁ ମନ୍ଦିରରେ ମାତା ହିଙ୍ଗଲାଜଙ୍କ ଦର୍ଶନ କରିବାକୁ ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri