ପାକିସ୍ତାନରେ ହିନ୍ଦୁ ଶିକ୍ଷକଙ୍କ ଉପରେ ଆକ୍ରମଣ, ମନ୍ଦିର ଭଙ୍ଗାରୁଜା

ଇସ୍‌ଲାମାବାଦ୍‌,୧୫।୯: ପାକିସ୍ତାନରେ ପୁଣି ହିନ୍ଦୁଙ୍କ ଉପରେ ଆକ୍ରମଣ। ସିନ୍ଧ୍‌ ପ୍ରାନ୍ତରେ ଜଣେ ହିନ୍ଦୁ ଶିକ୍ଷକଙ୍କ ଉପରେ କିଛି କଠୋରପନ୍ଥୀ ବ୍ୟକ୍ତି ଆକ୍ରମଣ କରିଛନ୍ତି। ସେଠାରେ ଥିବା ଏକ ମନ୍ଦିରରେ ମଧ୍ୟ ଭଙ୍ଗାରୁଜା କରିଛନ୍ତି। ଏସବୁ ଦେଖି ସ୍ଥାନୀୟ ପୋଲିସ ନୀରବ ରହିଛି। ନିକଟରେ ପାକିସ୍ତାନରେ ଜଣେ ଶିଖ୍‌ ଯୁବତୀଙ୍କୁ ଜୋରଜବରଦସ୍ତ ଧର୍ମାନ୍ତରଣ କରାଯାଇ ବିବାହ କରିଦିଆଯାଇଥିବା ଖବର ସାମ୍ନାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?