Posted inଜାତୀୟ

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୪।୫: କରୋନା ମହାସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନ ନିଜ କୁକର୍ମରୁ ବାଦ ପଡ଼ୁନି। କେତେବେଳେ ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି ତ ଆଉ କେତେବେଳେ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବାକୁ ଉଦ୍ୟମ କରୁଛି। ଇତିମଧ୍ୟରେ ସୋମବାର ଜମ୍ମୁ-କଶ୍ମୀରର ରାଜୌରୀ ଜିଲା ନୌସେରା ସେକ୍ଟରର ନିୟନ୍ତ୍ରଣ ରେଖାରେ ପାକିସ୍ତାନ ସେନା ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ସଂନ୍ଧ୍ୟା ପ୍ରାୟ ୪ଟାରେ ପାକିସ୍ତାନ ପକ୍ଷରୁ ହଠାତ୍‌ ଗୁଳିଚାଳନା କରାଯିବା ସହ ମୋର୍ଟାର ମାଡ଼ କରାଯାଇଥିଲା। ଏହାର ପ୍ରତି ଜବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଆକ୍ରମଣ କରାଯାଇଥିଲା। ଏବେ ବି ଘଟଣାସ୍ଥଳରେ ଗୁଳିବିନିମୟ ଜାରି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

କଡ଼ା ଜବାବ ଦେବୁ: ଇରାନ

ତେହେରାନ, ୨୨।୮: ଇରାନର ନେତୃତ୍ୱକୁ କ୍ଷତବିକ୍ଷତ କରିବା ପାଇଁ ଆମେରିକା ଇତିହାସର ସବୁଠାରୁ କଠୋର ଆର୍ଥିକ କଟକଣା ଲଗାଇବାକୁ ଘୋଷଣା କରିବା ପରେ, ଇରାନ ଏହାର ଏକ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର

ନୂଆପଡ଼ା,୨୧ା୮(ମକାରୁ ବେମାଲ): ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି

ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri