Posted inଫୁରସତ

ପାକିସ୍ତାନର ଏମିତି ସହର : ଯେଉଁଠି ହିନ୍ଦୁ ରଖିଥାନ୍ତି ରୋଜା, ମୁସ୍‌ଲିମ୍‌ ପାଳନ୍ତି ଦୀପାବଳି

ଭାରତ-ପାକିସ୍ତାନର ତିକ୍ତ ସମ୍ପର୍କ କାହାକୁ ଅଛପା ନାହିଁ। ସାରା ବିଶ୍ୱ ଜାଣିଛି ପାକିସ୍ତାନରେ ରହୁଥିବା ଭାରତୀୟଙ୍କ ଅବସ୍ଥା କେବେ ଠିକ୍‌ ନୁହେଁ, ବିଶେଷକରି ହିନ୍ଦୁମାନଙ୍କର। ମାତ୍ର ପାକିସ୍ତାନରେ ଏମିତି ଏକ ସହର ରହିଛି, ଯେଉଁଠି ମୁସ୍‌ଲିମ୍‌ଙ୍କଠାରୁ ହିନ୍ଦୁ ସ୍ବାଧୀନ। ପାକିସ୍ତାନର ଲାହୋରଠାରୁ ପ୍ରାୟ ୮୭୫ କିଲୋମିଟର ଦୂରରେ ଥିବା ମିଠି ହେଉଛି ହିନ୍ଦୁ-ମୁସ୍‌ଲିମ୍‌ଙ୍କ ଏକତାର ସହର।

ଏହି ସହରରେ ପ୍ରାୟ ୮୭ ହଜାର ଲୋକ ବସବାସ କରୁଛନ୍ତି। ସେଥିରୁ ୮୦ ପ୍ରତିଶତ ହିନ୍ଦୁ। କୁହାଯାଏ, ଏଠାରେ କିଛି ଧାର୍ମିକ ଉତ୍ସବ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମ ହେଲେ ହିନ୍ଦୁ-ମୁସ୍‌ଲିମ୍‌ ମିଶି ପାଳନ କରିଥାନ୍ତି। ହିନ୍ଦୁମାନେ ଇଦ୍‌ ପାଳନ କରୁଥିବାବେଳେ ମୁସ୍‌ଲିମ୍‌ ଦୀପାବଳି ମନାଇଥାନ୍ତି। ଏପରିକି ହିନ୍ଦୁମାନେ ରୋଜା ମଧ୍ୟ ରଖିଥାନ୍ତି। ସେହିପରି ମୁସଲିମ୍‌ମାନେ ଗୋହତ୍ୟା କରନ୍ତି ନାହିଁ। ସବୁଠୁ ମୁଖ୍ୟ କଥା ହେଲା ଏଠାରେ କେବେ କୌଣସି ହିଂସା ଦେଖିବାକୁ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri