Posted inଖେଳ

ପାକିସ୍ତାନର କୋଚ ହେବାକୁ ଚାହୁଁଛନ୍ତି ରୋହିତ ଶର୍ମା

ଲଣ୍ଡନ, ୧୭।୬: ବିଶ୍ୱକପରେ ପାକିସ୍ତାନକୁ ଲଗାତର ୭ମ ଥର ପରାସ୍ତ କରିବା ପରେ ଚାରିଆଡେ ଭାରତୀୟ ଦଳର ଚର୍ଚ୍ଚା ହେଉଛି। ରବିବାର ପାକିସ୍ତାନକୁ ୮୯ରନରେ ପରାସ୍ତ କରିବାରେ ରୋହିତ ଶର୍ମା ମୁଖ୍ୟ ଭୂମିକା ନିଭାଇ ଥିଲେ। ଶିଖର ଧାଓ୍ବନଙ୍କ ଅନୁପସ୍ଥିତିରେ ଲୋକେଶ ରାହୁଲଙ୍କ ସହ ଓପନିଂ କରିବାକୁ ଆସିଥିବା ରୋହିତ ୧୪୦ରନ୍‌ର ପାଳି ଖେଳି ଭାରତକୁ ଏକ ମଜବୁତ ସ୍ଥିତିରେ ପହଞ୍ଚାଇଥିଲେ। ମ୍ୟାଚ୍‌ ପରେ ପାକିସ୍ତାନର ଜଣେ ଖବରଦାତା ରୋହିତଙ୍କୁ ପାକିସ୍ତାନ ଦଳକୁ କିଛି ଉପଦେଶ ଦେବା ପାଇଁ କହିଥିଲେ। ଏହାର ଜବାବରେ ରୋହିତ କହିଥିଲେ, ମୁଁ ଯଦି ପାକିସ୍ତାନ ଦଳର କୋଚ ହେବି, ସେବେ ଯାଇଁ କିଛି ଉପଦେଶ ଦେଇପାରିବି। ରୋହିତଙ୍କ ଉତ୍ତରକୁ ନେଇ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri